କେଉଁଠି ଲୁଚିଛନ୍ତି ମୋଜତାବା ଖାମେନେଇ? ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ; ପୂର୍ବତନ ସର୍ବୋଚ୍ଚ ନେତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେଲେ ଅନ୍ୟ ତିନି ପୁଅ ତେହରାନ,୬।୭: ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର ଇରାନରେ ଚାଲିଛି। ତାଙ୍କୁ ଜୁଲାଇ ୯ରେ କବର ଦିଆଯିବାର କାର୍ଯ୍ୟକ୍ରମ ରହିଛି, ତାଙ୍କ ଅସ୍ଥିକୁ ସାଧାରଣ ଦର୍ଶନ ପାଇଁ ଏକ ସପ୍ତାହ ବ୍ୟାପୀ କାର୍ଯ୍ୟକ୍ରମ ବର୍ତ୍ତମାନ ଚାଲିଛି। ରବିବାର, ଦିବଂଗତ…