୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ… ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍ଧାମରେ ପାଳନ କରିଛି। ଏହି ଅବସରରେ ଆୟୋଜିତ ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ…