ହତ୍ୟାକାଣ୍ଡ ରାୟ ପ୍ରକାଶ: ୪ ଜଣଙ୍କୁ ଆଜୀବନ କାରାଦଣ୍ଡ ଖୋର୍ଦ୍ଧା,୨୫ା୪(ପ୍ରଭାତ ପାଣିଗ୍ରାହୀ): ୧୦ବର୍ଷ ପରେ ଏକ ହତ୍ୟାକାଣ୍ଡ ରାୟ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଅତିରିକ୍ତ ଜିଲା ଓ ଦୌରାଜଜ୍ (୧ମ) ମଞ୍ଜୁଲତା ଲେଙ୍କା ୩୦୨ ଦଫାରେ ୪ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଦଣ୍ଡାଦେଶ ଶୁଣାଇଛନ୍ତି। ଅଭିଯୁକ୍ତମାନେ...