ନକଲି ଫେସ୍ବୁକ୍ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ
ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ କରିଛି ସାଇବର ପୋଲିସ। ସେମାନେ ହେଲେ ଝାରସୁଗୁଡ଼ା ଜିଲା ଟାଉନଥାନା ଅନ୍ତର୍ଗତ ପୁରୁଣାବସ୍ତି…

