ଠକେଇ-ବ୍ଲାକ୍ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି… ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ନେଇ ସମ୍ବଲପୁର ଆରକ୍ଷୀ ଅଧୀକ୍ଷକ(ଏସ୍ପି) ମୁକେଶ କୁମାର ଭାମୁ ଗଣମାଧ୍ୟମକୁ ବିସ୍ତୃତ ସୂଚନା…