ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା ନୂଆଦିଲ୍ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ ପ୍ରତି ମାସ ଏଲପିଜି ସିଲିଣ୍ଡର ପାଇଁ ବଜେଟ ବିଗିଡ଼ି ଯାଉଛି, ତେବେ ସରକାରଙ୍କ…