ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି… ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ ଲକ୍ଷ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରନ୍ତି। ଏପରି ପରିସ୍ଥିତିରେ ପ୍ରଶ୍ନ ଉଠୁଛି…