ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୨୭ା୧(ଅସମାପିକା ସାହୁ): ବିଶିଷ୍ଟ ସଂଗ୍ରାମୀ ତଥା ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସଂଗଠନର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୁବ ବୟସରେ ସ୍ବାଧୀନତା ଆନ୍ଦୋଳନରେ ଯୋଗ...