ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ, ପଲାସା-କଟକ, ପୁରୀ-କଟକ ପାସେଞ୍ଜର ବାତିଲ ଭୁବନେଶ୍ୱର,୨୯।୭: ଭୁବନେଶ୍ବର ମଞ୍ଚେଶ୍ବର ଷ୍ଟେସନ ୟାର୍ଡରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍। ରବିବାର ରାତି ପ୍ରାୟ ୧ଟା ୩୫ ମିନିଟ ସମୟରେ ଲାଇନ୍ଚ୍ୟୁତ ହୋଇଥିବା ନେଇ ରେଲୱେ ପକ୍ଷରୁ ସୂଚନା ମିଳିଛି। ଦୁର୍ଘଟଣା ଖବର ମିଳିବା ପରେ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ…