ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ… ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି ଫ୍ରିଜରେ ଆବଶ୍ୟକତାଠାରୁ ଅଧିକ ବରଫ ଜମିବା। ବିଶେଷ କରି ଫ୍ରିଜରର (Freezer) ଭିତରେ…