ଫ୍ରିଜ୍ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ… ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍ରେ ରଖିବେ କି ଥାକରେ ସେ ନେଇ ଦ୍ୱନ୍ଦ୍ୱରେ ପଡ଼ିଥାନ୍ତି। ଅଣ୍ଡା ସକାଳ ଜଳଖିଆଠାରୁ ଆରମ୍ଭ…