ମାସେ ତଳେ ସାଙ୍ଗଙ୍କୁ ପଥରରେ ଛେଚି ହତ୍ୟା କରିଥିଲେ ସାଙ୍ଗ, ଆଜି ଅଭିଯୁକ୍ତଙ୍କୁ…
ସମ୍ବଲପୁର,୧୪ା୧୧(ପ୍ରମୋଦ ବହିଦାର): ମାସେ ତଳୁ ନିଖୋଜ ଥିବା ଜଣେ ବ୍ୟକ୍ତିଙ୍କ ହତ୍ୟାକାଣ୍ଡର ରହସ୍ୟ ଉନ୍ମୋଚନ କରିଛି ସମ୍ବଲପୁର ପୋଲିସ। ମଦ ପିଇବା ସମୟରେ ହୋଇଥିବା ବଚସାରୁ ଜଣେ ଅଭିଯୁକ୍ତ ନିଜ ସାଙ୍ଗକୁ ପଥରରେ ଛେଚି ହତ୍ୟା କରିବା ପରେ ମୃତଦେହକୁ ଏକ…

