ଯଦି ମୁଁ ବିବାହ କରିବି ମୋ’ ବାନ୍ଧବୀଙ୍କୁ, ୨ ଯୁବତୀ ଏମିତି ଜିଦ୍ ଧରିବାରୁ ପରିବାର ଲୋକେ…
ଲକ୍ଷ୍ନୌ,୩ା୬: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରୁ ପୁଣି ଥରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇଦିନ ହେବ ଖତୌଲି ପୋଲିସ ଷ୍ଟେଶନରେ ଦୁଇ ଯୁବତୀଙ୍କ ସହିତ ଜଡ଼ିତ ହାଇ-ଭୋଲଟେଜ ଡ୍ରାମା ଦେଖିବାକୁ ମିଳିଛି। ସାମାଜିକ ଏବଂ ପାରିବାରିକ ପ୍ରତିବନ୍ଧକକୁ ବେଖାତିର କରି…
ଶିକାର କରିବାକୁ ଘରୁ ଡାକିନେଲେ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…
ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି ସ୍ତ୍ରୀ ଅଭିଯୋଗ କରିଛନ୍ତି। ଏପରି ଘଟଣା କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ…
ନାବାଳକଙ୍କୁ ବାଲିରେ ପୋତିଦେଲେ ୬ ସାଙ୍ଗ, ଭିଡିଓ ଉତ୍ତୋଳନ କରି ଦେଲେ ଏମିତି ଧମକ
ଗୁଣପୁର,୨୯ା୧(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ପିଲାଖେଳ ଯେ, ଜଣେ ନାବାଳକଙ୍କ ଜୀବନ ନେଇଯାଇଥାନ୍ତା ତାହା ଏକ ଭିଡିଓରୁ ଜଣାପଡ଼େ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ମେରିଙ୍ଗି ଗ୍ରାମରେ। ୨୫ ତାରିଖ ସନ୍ଧ୍ୟାରେ ଅଜୁ ଶବର,…

