୬ଟି ବିଦ୍ୟାଳୟର ଛାତ୍ରୀଙ୍କୁ ନେଇ ମୁରୁସୁଆଁରେ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ପ୍ରତିଯୋଗିତା ପାଟଣା,୨।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ମଙ୍ଗଳବାର ୬ଟି ବିଦ୍ୟାଳୟର ଛାତ୍ରୀଙ୍କ ମଧ୍ୟରେ ଆନ୍ତଃ-ବିଦ୍ୟାଳୟ “ଖେଳିବା ଓ ପ୍ରସ୍ଫୁଟିତ ହେବା” ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପିପୁଲସ୍…