ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ମାତ୍ର ୨୬ ଦିନ ପରେ ସୋନାରପୁରଠାରେ ତୃଣମୂଳ କଂଗ୍ରେସ(ଟିଏମ୍ସି)ର ନଂ.୨ କୁହାଯାଉଥିବା ୩ ଥରର ଏମ୍ପି ତଥା ମମତା ବାନାର୍ଜୀଙ୍କ…