ବନ୍ୟପ୍ରାଣୀଙ୍କ ପାଇଁ ଜଙ୍ଗଲରେ ଲଗାଯିବ ଫଳନ୍ତି ଗଛ, ଆଉ ହେବ ନାହିଁ ମଣିଷ-ବନ୍ୟପ୍ରାଣୀ ଲଢେଇ ଭଞ୍ଜନଗର,୬ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଲାଲସିଂ ନର୍ସରୀ ପରିସରରେ ସୋମବାର ୭୧ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ଡିଏଫ୍ଓ ହିମାଂଶୁ ଶେଖର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ବୈଠକରେ ଅତିଥିମାନେ ଯୋଗଦେଇ...