ଅଜିତ ପାଓ୍ବାରଙ୍କ ଅନ୍ତିମ ସଂସ୍କାରରେ ୩୦ ଲକ୍ଷ ଟଙ୍କାର ଗହଣା ଚୋରି! ମୁମ୍ବାଇ,୨।୨: ମହାରାଷ୍ଟ୍ରର ବାରାମତୀରେ ଲକ୍ଷ ଲକ୍ଷ ଲୋକ ସେମାନଙ୍କର ପ୍ରିୟ ନେତା ‘ଅଜିତ ଦାଦା’ଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିବା ବେଳେ, ଚୋରମାନେ ଏହି ଦୁଃଖଦ ଘଟଣାର ସୁଯୋଗ ନେଇ ଏକ ବଡ଼ ଅପରାଧ ଘଟାଇଥିଲେ। ଅନ୍ତିମ ସଂସ୍କାର…