ଜେଜେ ମା’ଙ୍କ ଶବ ସତ୍କାର କରି ତୁଠରେ ଗାଧୋଉଥିବାବେଳେ ଚାଲିଗଲା ନାତିଙ୍କ ଜୀବନ, ଲୁହରେ ଭିଜିଲା ପୂରା ଗାଁ
ଜଗନ୍ନାଥପ୍ରସାଦ,୨୮ା୧୦(ବିଭୁ ପ୍ରସାଦ ପଟ୍ଟନାୟକ): ଜେଜେ ମା’ଙ୍କ ମୃତ୍ୟୁ ପରେ ଶବ ସତ୍କାର ସାରି ତୁଠରେ ଗାଧୋଉଥିବା ସମୟରେ ପୋଖରୀରେ ବୁଡ଼ି ନାତିଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ମେଣ୍ଟପୁର ଗ୍ରାମରେ। ମୃତକ…

