୨୦୨୫-୨୬ ଆର୍ଥିକ ବର୍ଷରେ କମିପାରେ ପ୍ରତ୍ୟକ୍ଷ କର ସଂଗ୍ରହ, ଚିନ୍ତାରେ ସରକାର ନୂଆଦିଲ୍ଲୀ,୧୧।୨: ଚଳିତ ଆର୍ଥିକ ବର୍ଷ ଶେଷ ହେବାକୁ ମାତ୍ର କିଛି ସପ୍ତାହ ବାକି ଥିବାବେଳେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ କ୍ଷେତ୍ରରେ ସରକାର ଏକ ବଡ଼ ଚ୍ୟାଲେଞ୍ଜର ସାମ୍ନା କରୁଛନ୍ତି। ବଜେଟ୍ ଆକଳନ ତୁଳନାରେ ସଂଶୋଧିତ ଲକ୍ଷ୍ୟକୁ ପୂର୍ବରୁ ହିଁ ୧ ଲକ୍ଷ…