ରାମ ଜି ବିଲ୍ ପାସ୍ ବିରୋଧରେ ବିରୋଧୀଙ୍କ ରାତିସାରା ଧାରଣା ନୂଆଦିଲ୍ଲୀ,୧୯ା୧୨: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଅଧିନିୟମ (MGNREGA) ସ୍ଥାନରେ ଆସିଥିବା ‘ବିକଶିତ ଭାରତ ଗ୍ୟାରେଣ୍ଟି ଫର୍ ରୋଜଗାର ଏବଂ ଆଜୀବିକା ମିଶନ (ଗ୍ରାମୀଣ)’ (VB-G RAM G) ବିଲ୍ ସଂସଦରେ ଗୃହୀତ ହେବା ପରେ ବିରୋଧୀ...