Tag Archives: G. Udayagiri

ରାଇପଦା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩…..

ଜି.ଉଦୟଗିରି,୪ା୩(ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଠାରୁ କଳିଙ୍ଗା ରାଜ୍ୟ ରାଜପଥ ରାଇପଦା ଦୀର୍ଘ ବୁଲାଣି ଠାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୩ଜଣ ଗୁରୁତର ହୋଇଥିବା ବେଳେ ତାଙ୍କୁ ଫୁଲବାଣୀ ମେଡ଼ିକାଲରେ ଭର୍ତ୍ତି କରାଯାଇଛି…

ଦିନକୁ ଦିନ ଖସୁଛି ପାରଦ: ଜି.ଉଦୟଗିରିରେ ୨.୫ ଡିଗ୍ରୀ ରେକର୍ଡ

ଜି.ଉଦୟଗିରି,୧୭ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପ୍ରବଳ ଶୀତ ଅନୁଭୂତ ହେଉଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଶନିବାର ରାଜ୍ୟର ସର୍ବନିମ୍ନ ତାପମାତ୍ରା ଜି.ଉଦୟଗିରିରେ ୨.୫ ଡିଗ୍ରୀ ରେକର୍ଡ କରାଯାଇଛି। ଶୁକ୍ରବାର ଜି.ଉଦୟଗିରିରେ ତାପମାତ୍ରା ୨.୬ ଡିଗ୍ରୀ ସେଲସିୟସ…

ଜି.ଉଦୟଗିରିରେ ତଳମୁହାଁ ପାରଦ, ୨.୬° ଡିଗ୍ରୀରେ ଥରୁଛି….

ଜି.ଉଦୟଗିରି,୧୬।୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାରେ ସବୁଠାରୁ କମ୍ ତାପମାତ୍ରା ସହ ହାଡ଼ଭଙ୍ଗା ଶୀତରେ ଥରୁଛି କନ୍ଧମାଳ ଜିଲା ଜି.ଉଦୟଗିରି । ସରକାରୀ ତଥ୍ୟ ଅନୁସାରେ, ସମଗ୍ର ଜିଲାରେ  ଦାରିଙ୍ଗବାଡ଼ି, ଫୁଲବାଣୀ ଠାରୁ ମଧ୍ୟ କମ୍ ତାପମାତ୍ରା ସହ ପ୍ରବଳ ଶୀତ…

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ସହ ଶୀତଳତମ ସହର ଭାବେ ପରିଗଣିତ ହୋଇଛି। ରାଜ୍ୟ ପାଣିପାଗ ବିଭାଗର ସୂଚନାନୁସାରେ,…

ଜି.ଉଦୟଗିରିର ପଦାସାହିରେ ହାତୀ ଆତଙ୍କ; ଘର ଭାଙ୍ଗି ଧାନ ଚାଉଳ ଖାଇଗଲେ

ଜି.ଉଦୟଗିରି,୨୪ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରି ଅଞ୍ଚଳରେ ପୁଣି ଥରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ସ୍ଥାନୀୟ ପଦାସାହି ଗ୍ରାମରେ ରବିବାର ରାତିରେ ଏକ ଦନ୍ତା ହାତୀ ପଶି ଆସିଥିଲା। ହାତୀଟି ଦେବକୀ ନାୟକଙ୍କ ଘର ଭାଙ୍ଗି ଦେବା ସହ…

ରାଇକିଆ ବ୍ଲକ୍ ଦାୟିତ୍ୱ ନେଲେ ଜି. ଉଦୟଗିରି ବିଡ଼ିଓ

ରାଇକିଆ,,୮ା୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍ ର ନୂତନ ବିଡ଼ିଓ ଭାବେ ଦାୟିତ୍ଵ ନେଇଛନ୍ତି ମନୋଜ କୁମାର ଦେବତା। ସେ ଜି. ଉଦୟଗିରି ବିଡିଓ ଭାବେ କାର୍ଯ୍ୟ କରୁଥିବା ବେଳେ ରାଇକିଆ ବ୍ଲକ୍ ରେ ତାଙ୍କୁ ଅତିରିକ୍ତ ଦାୟିତ୍ଵ ମିଳିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri