ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ ଚର୍ଚ୍ଚ ଓ ପ୍ରାର୍ଥନା ଗୃହରେ ମହାଆଡ଼ମ୍ବରରେ ପାଳିତ ହୋଇଛି । ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ...