ଜି.ଉଦୟଗିରିରେ ତଳମୁହାଁ ପାରଦ, ୨.୬° ଡିଗ୍ରୀରେ ଥରୁଛି….
ଜି.ଉଦୟଗିରି,୧୬।୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାରେ ସବୁଠାରୁ କମ୍ ତାପମାତ୍ରା ସହ ହାଡ଼ଭଙ୍ଗା ଶୀତରେ ଥରୁଛି କନ୍ଧମାଳ ଜିଲା ଜି.ଉଦୟଗିରି । ସରକାରୀ ତଥ୍ୟ ଅନୁସାରେ, ସମଗ୍ର ଜିଲାରେ ଦାରିଙ୍ଗବାଡ଼ି, ଫୁଲବାଣୀ ଠାରୁ ମଧ୍ୟ କମ୍ ତାପମାତ୍ରା ସହ ପ୍ରବଳ...


