ଜି.ଉଦୟଗିରି,୨୪ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଦୁଇ ଦିନର ବ୍ୟବଧାନ ପରେ ପୁଣି ଜି.ଉଦୟଗିରିକୁ ଫେରିଛି ଶୀତ। ସୋମବାର ଜି. ଉଦୟଗିରିର ସର୍ବନିମ୍ନ ତାପମାତ୍ରା ୧୧. ୩ ଡିଗ୍ରୀ ସେଲସିୟସ ରହିଛି। ଯାହାକି ରାଜ୍ୟର ସବୁଠାରୁ କମ୍ ତାପମାତ୍ରା। ସୋମବାର ଘନ...
ଜି. ଉଦୟଗିରି,୨୦।୪(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରି ଏନଏସି କଲ୍ଯାଣ ମଣ୍ଡପରେ ଭାଜପା ତରଫରୁ ବିଧାନ ସଭା ମଣ୍ତଳୀ ସ୍ତରୀୟ ସକ୍ରିୟ ସଦସ୍ଯ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଜିଲା ଭାଜପା ସଭାପତି ପଣ୍ଡିତ ବିଶିମାଝିଙ୍କ ସଭାପତିତ୍ୱରେ ଆୟୋଜିତ ଏହି...
ଜି.ଉଦୟଗିରି,୯।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି. ଉଦୟଗିରି କଳିଙ୍ଗ ମହାବିଦ୍ୟାଳୟର ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରୀଙ୍କୁ ଦୋକାନ ଭିତରକୁ ଭିଡ଼ି ନେଇ ଅସଦାଚରଣ ସହ ଦୁଷ୍କର୍ମ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ଘଟଣାବେଳେ ଅନ୍ୟ ଛାତ୍ରଛାତ୍ରୀ ଓ...
Archives
Model This Week
ପିଲାଙ୍କ ଧରିତ୍ରୀ