ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍ ରିଡ୍ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍ କହିଲେ…
ବିରଳ ଅଲିଭ ରିଡ୍ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ ୬ ଲକ୍ଷରୁ ଅଧିକ ଏହି ପ୍ରଜାତିର କଇଁଛ ଅଣ୍ଡାଦାନ ପାଇଁ ଆସିଥିଲେ। ମାତ୍ର…
ଗହୀରମଥା ଚଳଚଞ୍ଚଳ: ଦୁଇଦିନରେ ୮୨ ଲକ୍ଷ କଇଁଛ ଶାବକ ଅଣ୍ଡାରୁ ବାହାରି ହେଲେ ସମୁଦ୍ରମୁହାଁ
ରାଜନଗର,୨୫ା୪: ଦୀର୍ଘ ୫୦ ଦିନ ପରେ କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା ପୁଣି ଚଳଚଞ୍ଚଳ ହୋଇପଡ଼ିଛି। ଲକ୍ଷଲକ୍ଷ ମାଈ କଇଁଛ ଗହୀରମଥାର ଅଗରନାସୀ-୨ରେ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଶେଷ କରିଛନ୍ତି। ଗତ ଦୁଇଦିନ ଭିତରେ ୮୨ ଲକ୍ଷ ଶାବକ ଅଣ୍ଡାରୁ ବାହାରି ମା’ଙ୍କ…
ବନ ବିଭାଗ ଉପରେ ମାଛ ମାଫିଆଙ୍କ ଆକ୍ରମଣ: ଫାୟାରିଂ କରି ୮ ଜଣଙ୍କୁ ଛଡ଼ାଇ ନେଲେ
କେନ୍ଦ୍ରାପଡା,୧୨।୧: ରାଜନଗର ଗହୀରମଥା ଗଭୀର ସମୁଦ୍ରରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରେ ମାଛ ମାଫିଆଙ୍କ ଆକ୍ରମଣ। ବେଆଇନ ଭାବେ ମାଛ ମାରୁଥିବା ତାରିଣୀ ୩ ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିବା ସମୟରେ ୬ ଟି…

