ଗଜ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ ପୁରୀ,୨୨ା୬: ଆଜି ଅର୍ଥାତ୍ ଶନିବାର ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ସମସ୍ତ ନୀତିକାନ୍ତି ପରେ ଶ୍ରୀଜିଉ ଗଜ ବେଶରେ ଲକ୍ଷାଧିକ ଭକ୍ତଙ୍କୁ...