Tag Archives: Gajapati

ଜଳିଗଲା ଲକ୍ଷାଧିକ ଟଙ୍କାର ମକା, ସରକାରଙ୍କ ପାଖରେ କ୍ଷତିପୂରଣ ଦାବି କରି…

ମୋହନା,୧୦ା୧(ମନ୍ମଥ ମିଶ୍ର): ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଶୁଖିଲା ମକା ଜଳିପୋଡ଼ି ପାଉଁଶ ହୋଇଯାଇଛି। ଏଭଳି ଘଟଣା ଘଟିଛି ଗଜପତି ଜିଲା ରା.ଉଦୟଗିରି ଥାନା ଅନ୍ତର୍ଗତ ପରିସଲ ଗ୍ରାମରେ। ଶୁକ୍ରବାର ହଠାତ୍‌ ନିଆଁ ଲାଗିଥିଲା ମକା ଖଳାରେ। ପରିସଲ ଗ୍ରାମର ଅନେକ…

ମୋନ୍ଥାର ପ୍ରକୋପ: ଖସିଲା ପାହାଡ଼ ଅତଡ଼ା

ମୋହନା,୨୮।୧୦ ( ମନ୍ମଥ ମିଶ୍ର ): ବାତ୍ୟା ମୋନ୍ଥାର ପ୍ରକୋପ ଏତେ ଭୟଙ୍କର ଅଛି ଯେ, ତୁହା କୁ ତୁହା ବର୍ଷା ଲାଗି ରହିଛି। ଅପରପକ୍ଷେ ଗଜପତି ପ୍ରଶାସନ ଦିନ ରାତି ଏକ କରି ପ୍ରତିଟି ବ୍ଲକର ଆଶ୍ରୟସ୍ଥଳୀ ବୁଲବୁଲି ସମସ୍ତ…

ଭୋଜି ଖାଇବାକୁ ଯାଇଥିଲେ, ଫେରିବା ବାଟରେ ବାଇକ୍‌ ସହ ମୁହାଁମୁହିଁ; ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ମୋହନା୧୦ା୬(ମନ୍ମଥ ମିଶ୍ର)-ବନ୍ଧାଗୁଡା ଗ୍ରାମକୁ ଏକ ଭୋଜି ଖାଇବାକୁ ଯାଇ ଫେରୁଥିବା ବେଳେ ଏକ ବାଇକ୍‌ ଧକ୍କାରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଦୁର୍ଘଟଣା ଘଟାଇଥିବା ଯୁବକ ଫେରାର ହୋଇଯାଇଛନ୍ତି। ଖବରରୁ ଜଣାପଡିଛି , ଏଣ୍ଡ୍ରିମା ଗ୍ରାମର ଭୀମ…

ଘର ବାରିପଟେ ଥିବା ବେଳେ ହେଲା ବଜ୍ରପାତ, ଚାଲିଗଲା ୭ ବର୍ଷର ଅମିତଙ୍କ ଜୀବନ

ପାରଳାଖେମୁଣ୍ଡି,୩୦।୫(ଗିରିଧାରୀ ପରିଚ୍ଛା): ବଜ୍ରପାତରେ ଚାଲିଗଲା ୭ବର୍ଷର ଶିଶୁର ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଗୁମ୍ମା ବ୍ଲକର ସେରଙ୍ଗ ପଞ୍ଚାୟତର କୁମୁଡିଆ ଗ୍ରାମରେ। ମୃତ ଶିଶୁ ଜଣଙ୍କ ହେଲେ ବଙ୍ଗୁରୁ ଗମାଙ୍ଗଙ୍କ ପୁଅ ଅମିତ ଗମାଙ୍ଗ(୭)। ସୂଚନା…

ସରକାରୀ ଜମିରେ ବେଆଇନ ଭାବେ ଗୃହ ନିର୍ମାଣ, ମୋହନା ତହସିଲ କାର୍ଯ୍ୟାଳୟକୁ ଘେରିଲେ ପଞ୍ଚାୟତବାସୀ

ମୋହନା,୨୦।୫(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ କର୍ଚ୍ଚବାଡି ଗ୍ରାମ ପଞ୍ଚାୟତର ଶୁଖିଲା ଆମ୍ବ ଛକରେ ଜୋର୍‌ ଜବରଦସ୍ତ ଭାବେ ବାସଗୃହ ନିର୍ମାଣକୁ ନେଇ ମୋହନା ତହସିଲଦାରଙ୍କୁ ଘେରାଉ କରାଯାଇଛି। ମଙ୍ଗଳବାର ଦିନ ୧୨ଟା ସମୟରେ ମୋହନା ବ୍ଲକ ଅନ୍ତର୍ଗତ କର୍ଚ୍ଚବାଡି…

ଆଦିବାସୀ ଝିଅ ମାଧବୀ ପାଇଲେ ଓଡ଼ିଶୀ ନୃତ୍ୟ ଛାତ୍ରବୃତ୍ତି, ଚାରିଆଡ଼ୁ ଛୁଟିଛି ଅଭିନନ୍ଦନର ସୁଅ

ମୋହନା, ୧୭।୫( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଦୁର୍ଗମ ଅଞ୍ଚଳ ଦମାଦୁଆ ଗ୍ରାମର ଆଦିବାସୀ ଝିଅ ମାଧବୀ ମାଝୀ ଓଡିଶୀ ନୃତ୍ୟ ଛାତ୍ରବୃତ୍ତି ପାଇଛନ୍ତି। ତାଙ୍କୁ ସିସିଆର୍‌ଟି ସଂସ୍କୃତି ମନ୍ତ୍ରଣାଳୟ ଭାରତ ସରକାରଙ୍କ ତରଫରୁ ଓଡ଼ିଶୀ ନୃତ୍ୟ…

ସହି ପାରିଲେନି ସ୍ତ୍ରୀଙ୍କ ମୃତ୍ୟୁ, ଜଳଖିଆରେ ପୁଅ ଝିଅଙ୍କୁ ବିଷ ଦେଇ ଆତ୍ମହତ୍ୟା କଲେ ବାପା

ଗଜପତି,୧୪ା୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ଓଡିଆ ପାରଳା ସାହିରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅଝିଅଙ୍କୁ ବିଷ ଦେଇ ବାପା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ୮ ବର୍ଷୀୟ ପୁଅ ବିଜୟାନନ୍ଦଙ୍କ ପାରଳାଖେମୁଣ୍ଡି ମେଡିକାଲରେ ଓ ୧୨ବର୍ଷୀୟା ଝିଅ ପ୍ରିୟଦର୍ଶିନୀ…

ବିଷାକ୍ତ ବଣ ଛତୁ ଖାଇ ଅଚେତ ହୋଇଗଲେ, ଜଣେ ଗୁରୁତର

ମୋହନା,୫।୫(ମନ୍ମଥ ମିଶ୍ର): ବିଷାକ୍ତ ଛତୁ ଖାଇ ଜଣେ ଗୁରୁତର। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜ଼ିଲା ଅଡବା ଥାନା ପାଣିଗଣ୍ଡା ଗ୍ରାମରେ। ସୂଚନାନୁଯାୟୀ, ସୋମବାର ସକାଳ ୧୦ଟାରେ ପାଣିଗଣ୍ଡା ଗ୍ରାମର ସୁବାସ ଦଣ୍ଡସେନା ଜଙ୍ଗଲକୁ ଯାଇ ଛତୁ ଆଣି…

ଗଜପତିରେ ପାସ୍‌ ହାର ୯୯.୩୫%: ରାଜ୍ୟରେ ସର୍ବାଧିକ, କେକ୍‌ କାଟି ଉତ୍ସବ ମନାଇଲେ ଜିଲା ଶିକ୍ଷାଧିକାରୀ

ପାରଳାଖେମୁଣ୍ଡି,୨।୫(ଗିରିଧାରୀ ପରିଚ୍ଛା): ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ଦିନ ପ୍ରକାଶ ପାଇଛି। ରାଜ୍ୟରେ ପାସ ହାର ପ୍ରାୟ ୯୫ ପ୍ରତିଶତ ଥିବା ବେଳେ ଗଜପତି ଜିଲ୍ଲାରେ ସର୍ବାଧିକ ୯୯.୩୫ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଯାହାକି ଚଳିତ ବର୍ଷ ଓଡିଶାରେ ସର୍ବାଧିକ…

ଗଜପତିରେ ପୁଣି ଲଜ୍ଜା: ଦଶମ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ, ଗିରଫ ଭୟରେ ଫେରାର

ଗଜପତି,୨।୫(ଗିରିଧାରୀ ପରିଛା): ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ ଲାଗିଲା କଳଙ୍କ। ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ବିରୋଧରେ ଥାନାରେ ରୁଜୁ ହୋଇଛି ମାମଲା। ପରିବାରଲୋକଙ୍କ ଅଭିଯୋଗ କ୍ରମେ ଗାରାବନ୍ଧ ଥାନାରେ ମାମଲା ରୁଜୁ କାଯାଇଛି। ଅଭିଯୁକ୍ତ ଶିକ୍ଷକ ଜଣକ ହେଲେ ଜି…

ମୋହନାରେ କାଳବୈଶାଖୀର ତାଣ୍ଡବ: ଉଡିଲା ଛପର, ଉପୁଡ଼ିଲା ବିଶାଳ ଗଛ

ମୋହନା,୨୦।୪: ଗଜପତି ଜିଲା ମୋହନା ବ୍ଲକରେ କାଳବୈଶାଖୀର ତାଣ୍ଡବ। ରବିବାର ଅପରାହ୍ନ ୪ଟାରେ ପବନ ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ଏବଂ କୁଆ ପଥର ପଡ଼ିବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ସୂଚନାନୁଯାୟୀ, ବ୍ଲକର ଢେପାଗୁଡ଼ା ଗ୍ରାମ ପଞ୍ଚାୟତର ଗୋଠକେଳି ଗାଁର…

ଚାଲାଣ ପାଇଁ ରଖାଯାଇଥିଲା କୋଟିଏ ଟଙ୍କାର ଗଞ୍ଜେଇ, ଚଢ଼ାଉ କରି ୨ଜଣଙ୍କୁ ବାନ୍ଧିଲା ଅଡବା ପୋଲିସ

ମୋହନା,୧୯ା୪(ମନ୍ମଥ ମିଶ୍ର)- ଗଜପତି ଜିଲା ଅଡବା ଥାନା ପୋଲିସ ଚାଲାଣ ପୂର୍ବରୁ ଚଢାଉ କରି ପ୍ରାୟ କୋଟିଏ ଟଙ୍କା (୧୦ କୁଇଣ୍ଟାଲରୁ ଊଦ୍ଧର୍‌ବ)ର ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରାମସିଂ ଗାଁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri