ଚାଲାଣ ପାଇଁ ରଖାଯାଇଥିଲା କୋଟିଏ ଟଙ୍କାର ଗଞ୍ଜେଇ, ଚଢ଼ାଉ କରି ୨ଜଣଙ୍କୁ ବାନ୍ଧିଲା ଅଡବା ପୋଲିସ
ମୋହନା,୧୯ା୪(ମନ୍ମଥ ମିଶ୍ର)- ଗଜପତି ଜିଲା ଅଡବା ଥାନା ପୋଲିସ ଚାଲାଣ ପୂର୍ବରୁ ଚଢାଉ କରି ପ୍ରାୟ କୋଟିଏ ଟଙ୍କା (୧୦ କୁଇଣ୍ଟାଲରୁ ଊଦ୍ଧର୍ବ)ର ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରାମସିଂ ଗାଁର…
କେରଳରେ ବସ୍ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ
ମୋହନା,୧୫ା୪ (ମନ୍ମଥ ମିଶ୍ର): ଗଜପତିରେ ପୁଣି ଦାଦନ ଦୁଃଖ। କେରଳରେ ବସ ଧକ୍କାରେ ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ମୋହନା ଥାନା ଚନ୍ଦ୍ରଗିରି ଗ୍ରାମ ହରିଜନ ସାହିର ରସାନ୍ତ କୁମାର ମାଳି। ରସାନ୍ତ ୨ବର୍ଷ ତଳେ କେରଳର…
ସହକାରୀ ଯନ୍ତ୍ରୀଙ୍କ ନିଷ୍ଠାପର କାର୍ଯ୍ୟଦକ୍ଷତାକୁ ସହକର୍ମୀ-ଜନସାଧାରଣ ମନେରଖିବେ
ଜି.ଉଦୟଗିରି, ୨।୪(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକର ସହକାରୀ ଯନ୍ତ୍ରୀ ବାଳକୃଷ୍ଣ ମିଶ୍ର ଓ ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ କୁମରମଣି ମଲ୍ଲିକଙ୍କ ନିଷ୍ଠାପର, କାର୍ଯ୍ୟଦକ୍ଷତା ଓ କର୍ତ୍ତବ୍ୟ ପରାୟଣତା କେହି ଭୁଲି ପାରିବେ ନାହିଁ ବୋଲି…
ପାଣି ପାଇଁ ୩ ଘଣ୍ଟା ରାସ୍ତା ଅବରୋଧ: ଜଳ ଯୋଗାଣ ଅଧିକାରୀଙ୍କ ପ୍ରତିଶୃତି ପରେ ହଟିଲା ଅବରୋଧ
ମୋହନା ୨୩।୧( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଗୋବିନ୍ଦପୁର ଗ୍ରାମ ପଞ୍ଚାୟତ କେଶରା ଗ୍ରାମ ରେ ପାନୀୟ ଜଳ ସଙ୍କଟ। ପାଣି ପାଇଁ ରାସ୍ତା ଅବରୋଧ କରିଲେ କେଶରା ଗ୍ରାମର ମାଝୀ ସାହି ବାସିନ୍ଦା । ଗତ…
ବୁଡା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ, ୨୪ ଆହତ
ଗଜପତି, ୪।୨(ଗିରିଧାରୀ ପରିଛା): ଗଜପତି ଜିଲା ନୂଆଗଡ଼ ବ୍ଲକ ଖଜୁରିପଦା ନିକଟସ୍ଥ ବୁଡା ଘାଟିରେ ଵିକ୍ରାନ୍ତା ନାମକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୦ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି। ବ୍ରହ୍ମପୁରରୁ ପାରଳାଖେମୁଣ୍ଡି…
ରାସ୍ତା ନଥିବାରୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ: ଆମ୍ବୁଲାନ୍ସ କର୍ମଚାରୀଙ୍କ ପ୍ରଚେଷ୍ଟାରେ ମେଡିକାଲ ପହଞ୍ଚିଲେ
ମୋହନା, ୨୧ା୧( ମନ୍ମଥ ମିଶ୍ର): ରାସ୍ତା ନଥିବାରୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ବାଡେଗୁଡା ପଞ୍ଚାୟତ ପଡ଼େରେମା ଗାଁରେ। ଗାଁର ଲଷ୍ମୀ ନାୟକ ନାମକ ମହିଳାଙ୍କୁ ପ୍ରସବ…
ଅଖା ବନ୍ଧା ଅବସ୍ଥାରେ ନିଖୋଜ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି
ଗଜପତି,୨୭।୧୨(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିରେ ଘଟିଛି ରହସ୍ୟ ଜନକ ହତ୍ୟା କାଣ୍ଡ। ଦୁଇ ଦିନ ନିଖୋଜ ପରେ ଅଖା ବନ୍ଧା ଅବସ୍ଥାରେ ସୀତା ସାଗରରୁ ମିଳିଲା ଗଳିତ ଶବ। ଏହି ହତ୍ୟାରେ ଏକାଧିକ ଲୋକଙ୍କ ସମ୍ପୃକ୍ତି ଥିବା…
ଘରେ ପଶି ଓକିଲଙ୍କୁ ଏସିଡ୍ ମାଡ କରି ଚାଲିଗଲେ ଦୁର୍ବୃତ୍ତ
ଗଜପତି,୯।୧୧(ଗିରିଧାରୀ ପରିଛା)-ଗଜପତି ଜିଲା ପାରଳାଖେମୁଣ୍ଡିର ଜଣେ ପ୍ରତିଷ୍ଠିତ ଓକିଲଙ୍କ ଉପରକୁ ଏସିଡ ମାଡ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ବାର୍ ଆସୋସିଏଶନର ବରିଷ୍ଠ ଓକିଲ ପି. ରାମରାଓ । ଏଥିରେ ତାଙ୍କ ଦେହ ସହ ମୁହଁରେ ଅଧିକାଂଶ ଜାଗାରେ କ୍ଷତ ବିକ୍ଷତ…
ରାସ୍ତା ଖରାପ: ଚିକିତ୍ସାଳୟକୁ ଯିବା ପୂର୍ବରୁ ଆମ୍ବୁଲାନ୍ସରେ ପ୍ରସବ କଲେ ଗର୍ଭବତୀ
ଗଜପତି୨୩।୯(ଗିରିଧାରୀ ପରିଛା): ରାସ୍ତା ଖରାପ ଥିବାରୁ ହସପିଟାଲରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଶେଷରେ ଆମ୍ବୁଲାନ୍ସରେ ହିଁ ପ୍ରସବ କଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ବଡସିନ୍ଧବା ପଞ୍ଚାୟତ ଚଡିଆପଦା ଗ୍ରାମରେ।…
ଲୋକପ୍ରିୟ ମୃଦୁ ପାନୀୟରେ କଣ୍ଡୋମ୍, କଡ଼ା କାର୍ଯ୍ୟାନୁଷ୍ଠାନ ଦାବି
ପାରଳାଖେମୁଣ୍ଡି, ୨୯।୫(ଗିରିଧାରୀ ପରିଛା): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିଥିବା ବେଳେ ଗଜପତି ଜିଲାରେ ମଧ୍ୟ ଅସହ୍ୟ ଗରମ ଅନୁଭୂତ ହେଉଛି। ସାଧାରଣ ଜନତା ହୁଅନ୍ତୁ କିମ୍ବା ଗନ୍ତବ୍ୟ ପଥେ ଯାଉଥିବା ଯାତ୍ରୀ ସମସ୍ତେ ତୃଷା ମେଣ୍ଟାଇବା ପାଇଁ ଥଣ୍ଡା ପାନୀୟ…
ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ
ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ ହେବ ଜଳ ଯୋଗାଣରେ ସମସ୍ୟାର ସମାଧାନ ନ ହେବାରୁ ସାହିବାସିନ୍ଦା ରବିବାର ସକାଳ ୬ଟା…
ଶ୍ୱଶୁରଙ୍କ ମୁହଁରେ ମୁଖାଗ୍ନି ଦେଲେ ବୋହୂ
ଗଜପତି,୧୩।୨ (ଗିରିଧାରୀ ପରିଛା): ସାଧାରଣତଃ ପୁଅଟିଏ ମା’ବାପାଙ୍କ ମୁହଁରେ ମୁଖାଗ୍ନି ଦେଇଥାଏ। ଆଜିକାଲି ସମୟରେ ଝିଅ ବି କେତେକ ସ୍ଥାନରେ ଏହି ଭୂମିକା ତୁଲାଉଥିବା ନଜରକୁ ଆସୁଛି। ହେଲେ ଏକ ବିରଳ ଘଟଣାକ୍ରମରେ ଗଜପତି ଜିଲାର କାଶୀନଗରରେ ଜଣେ ବୋହୂ ଶ୍ୱଶୁରଙ୍କୁ…
Archives


