Gallbladder Stone: ଜାଣନ୍ତୁ ପିତ୍ତାଶୟରେ ପଥର ହେବାର ଲକ୍ଷଣ, କାରଣ, ଚିକିତ୍ସା; କ’ଣ ସର୍ଜରୀ ନିହାତି… Gallbladder Stone Treatment: ପିତ୍ତାଶୟ ପଥର ବା ଗଲ୍ଡଷ୍ଟୋନ୍ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା, ଯାହା ପିତ୍ତାଶୟରେ କଠିନ ଜମାଟ ଦ୍ରବ୍ୟ ହିସାବରେ ଗଠିତ ହୁଏ। ଏହା ପ୍ରାୟତଃ କୋଲେଷ୍ଟରଲ, ବିଲିରୁବିନ ବା କ୍ୟାଲସିୟମ ଲବଣରୁ ତିଆରି ହୁଏ। ଏହା ଆକାରରେ…