ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ… ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି ୫ ଜଣ ଜିୁଆଡ଼ିଙ୍କୁ ଗିରଫ କରିଥିବା ବେଳେ ପୂର୍ବରୁ ସୂଚନା ପାଇ ବହୁ…