ଗନ୍ଧମାର୍ଦ୍ଦନ ପର୍ବତରେ ଫସିଥିଲେ ଛତିଶଗଡ଼ର ୧୭ ଶ୍ରଦ୍ଧାଳୁ, ୧୮ ଘଣ୍ଟା ପରେ ହେଲେ ଉଦ୍ଧାର ପାଇକମାଳ,୨୪ା୭(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ନୃସିଂହନାଥ, ଗନ୍ଧମାର୍ଦ୍ଦନ ପର୍ବତରେ ଥିବା ଭୀମମଣ୍ଡୁଆ, ବାଲକୋ ଖାଦାନ ପାଖରେ ବୁଧବାର ଫସି ରହିଥିବା ୧୭ଜଣ ଶ୍ରଦ୍ଧାଳୁଙ୍କୁ ଗୁରୁବାର ଉଦ୍ଧାର ଜରାଯାଇଛି। ଆଜି ସକାଳେ ଉଦ୍ଧାରକାରୀ ଦଳ ଶ୍ରଦ୍ଧାଳୁମାନଙ୍କୁ ପାଇବା ପରେ ତାଙ୍କୁ...