ମୁମ୍ବାଇ: ଡାଏଲଗ୍ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…