Tag Archives: Ganesh Puja

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି l ପୂଜାର୍ଚ୍ଚନା ପାଇଁ ଗାଧୋଇବାକୁ ଯାଇଥିବା ଜଣେ ଯୁବକ ପୋଖରୀରେ ବୁଡ଼ି ମୃତ୍ୟୁବରଣ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ଛତ୍ରପୁର ଥାନା ପରିସରରେ ବୁଧବାର ଥାନା ଅଧିକାରୀ…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ ଅଛନ୍ତି। କାରିଗରମାନେ ମୂର୍ତ୍ତି ଗଢିବା ପାଇଁ ନଡ଼ା ଉପରେ ମାଟି ପ୍ରଲେପ…

ସ୍କୁଲରେ ଚାଲିଥିଲା ଗଣେଶ ପୂଜା, ହଠାତ୍‌ ଟଳିପଡ଼ିଲେ ଛାତ୍ର, ଆଉ ତା’ ପରେ…

ନୀଳଗିରି,୨୭ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ସବମୁଖର ଥିଲା ସ୍କୁଲ ପରିସର। ସାଙ୍ଗସାଥୀରେ ପିଲାମାନଙ୍କ ସାଥୀରେ ଗୀତର ତାଳେତାଳେ ନାଚୁଥିଲେ ନବମଶ୍ରେଣୀରେ ଛାତ୍ର ପ୍ରିୟାଂଶୁ। ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତଳେ ପଡ଼ିଯାଇଥିଲେ। ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଦଉଡ଼ି ଆସିଥିଲେ। ମାତ୍ର ସେହିଠାରେ…

ଗଜାନନଙ୍କ ୧୦୦୮ ମୂର୍ତ୍ତି: ଆମ ପରମ୍ପରା-ସଂସ୍କୃତିକୁ ନେଇ ଭକ୍ତିମୟ ପରିବେଶରେ…

କେସିଙ୍ଗା,୨୭ା୮(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକସ୍ଥିତ ଦ୍ରୋଣାଚାର୍ଯ୍ୟ ସ୍କୁଲ, କେନ୍ଦୁପଡ଼ା ପ୍ରକୋଷ୍ଠରେ ଅଗ୍ରପୂଜ୍ୟ ଶ୍ରୀ ଶ୍ରୀ ଗଜାନନଙ୍କ ପୂଜା ମହାସମାରୋହରେ ବୁଧବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରିନ୍ସପାଲ ଅର୍ଚ୍ଚନା ଅଗ୍ରଓ୍ବାଲଙ୍କ ନେତୃତ୍ୱରେ ବିଦ୍ୟାଳୟର ଛାତ୍ରୀଛାତ୍ର ଏବଂ ଶିକ୍ଷକମାନଙ୍କ ଦ୍ୱାରା ଏକ ନିଆରା ଢଙ୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?