ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ ମେରୁଦଣ୍ଡ ଭାଙ୍ଗିଗଲା ବୋଲି ସେ କହିଛନ୍ତି। ଗଣେଶଙ୍କ ସମେତ ୪ ମାଓବାଦୀ ନିହତ...