ୱାଲମାର୍ଟ ସାଇଟରେ ଗଣେଶ ପ୍ରିଣ୍ଟେଡ ସ୍ଲିପର, ଅନ୍ତଃବସ୍ତ୍ର ବିକ୍ରୀକୁ ନେଇ ବିବାଦ; ଫଟୋ ଭାଇରାଲ୍ ନୂଆଦିଲ୍ଲୀ, ୮।୧୨: ଆମେରିକାରେ ଇ-କମର୍ସ କମ୍ପାନୀ ୱାଲମାର୍ଟ ହିନ୍ଦୁ ସମ୍ପ୍ରଦାୟ ଆକ୍ରୋଶର ଶିକାର ହୋଇଛି। କମ୍ପାନୀ ସାଇଟରେ ଗଣେଶ ପ୍ରିଣ୍ଟେଡ ସ୍ଲିପର, ଅନ୍ତଃବସ୍ତ୍ର ବିକ୍ରି ପାଇଁ ଲାଗିବାରୁ ହିନ୍ଦୁ ସମ୍ପ୍ରଦାୟ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି। ରିପୋର୍ଟ ଅନୁଯାୟୀ ସ୍ଲିପର,...