‘ଭାରତ-ବାଂଲାଦେଶ ସମ୍ପର୍କ ଗଙ୍ଗା ଜଳ ଚୁକ୍ତି ଉପରେ ନିର୍ଭର କରିବ’ – ତାରିକ ରହମାନ ମନ୍ତ୍ରୀଙ୍କ ବଡ଼ ବୟାନ ଢାକା,୧୭।୫: ବାଂଲାଦେଶର ଶାସକ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP), ଏବେ ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ସମ୍ପର୍କର ଭବିଷ୍ୟତକୁ ଗଙ୍ଗା ଜଳ ବଣ୍ଟନ ଚୁକ୍ତିନାମା ନବୀକରଣ ସହିତ ଯୋଡ଼ିଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ କାର୍ଯ୍ୟକାଳ ସମୟରେ 1996…