୧୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ପୋଲିସ, ଚମ୍ପଟ ମାରିଲେ ମାଫିଆ
ମୋହନା,୨୬।୮(ମନ୍ମଥ ମିଶ୍ର ): ଗଜପତି ଜିଲା ଏକ ପ୍ରକାର ଗଞ୍ଜେଇ ଚୋରାଚାଲାଣର ଚରାଭୂଇଁ ପାଲଟିଛି । ବିଭିନ୍ନ ଜଙ୍ଗଲ ଓ ଦୁର୍ଗମ ଅଞ୍ଚଳରୁ ବାରମ୍ବାର ବିପୁଳ ପରିମାଣର ଗଞ୍ଜେଇ ଜବତ ହେଉଥିବା ଘଟଣା ଦେଖିବାକୁ ମିଳିଛି । ପୁଣି ଥରେ ମୋହନା…
ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ
ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା ଗାଁ ନିକଟସ୍ଥ ଜଙ୍ଗଲରେ। ଅଡବା ପୋଲିସ ବିଶେଷ ସୂତ୍ରରୁ ଖବରପାଇ ଆଟାପଡ଼ା ଗାଁ…
ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…
ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ କରାଯାଇଛି । ଗଞ୍ଜେଇ ଥିବା ନେଇ ପୋଲିସକୁ ବିଶେଷ ସୂତ୍ରରୁ ସୂଚନା ମିଳିବା…
ପାହାଡ଼ ଶିଖର ମାଟିତଳେ ଲୁଚାଇ ଚାଲିଥିଲା ଗଞ୍ଜେଇ କାରବାର, ମାଡିବସିଲା ପୋଲିସ
ପାରଳାଖେମୁଣ୍ଡି,୨୮ା୪ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଆର୍.ଉଦୟଗିରି ଏସ୍ଡିପିଓ ରାକେଶ ସାହୁଙ୍କ ନେତୃତ୍ୱରେ ପାହାଡ ଶିଖର ମାଟିତଳେ ଚୋରାଚାଲାଣ ପାଇଁ ଲୁଚାଇ ରଖାଯାଇଥିବା ୪ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇକୁ ପୋଲିସ ସୋମବାର ଜବତ କରିଛି । ଗୁପ୍ତ ସୂଚନାକୁ ଆଧାର କରି…
ସ୍କୋର୍ପିଓ ଗାଡ଼ିରେ ବୌଦ୍ଧରୁ ଛତିଶଗଡ଼କୁ ହେଉଥିଲା ଗଞ୍ଜେଇ ଚାଲାଣ; ଅଧାବାଟରେ ମାଡ଼ିବସିଲା ପୋଲିସ, ତାପରେ…
ବଲାଙ୍ଗୀର,୧୬।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର –ସୋନପୁର ୫୭ ନମ୍ବର ଜାତୀୟ ରାଜପଥରେ ଗଞ୍ଜେଇ ଭର୍ତ୍ତି ଏକ ସ୍କୋର୍ପିଓ (ନଂ ସିଜି ୦୪ କ୍ୟୁଡି ୪୩୮୫)କୁ ପୁଇଁନ୍ତଲା ଥାନା ପୋଲିସ ବୁଧବାର ଜବତ କରିଛି । ଉକ୍ତ ଗାଡିରୁ ୩.୬ କୁଇଣ୍ଟାଲ ଗଞ୍ଜେଇ…
ବିକ୍ରି ବେଳେ ମାଡିବସିଲେ ଅବକାରୀ ବିଭାଗ, ୧୫ଲକ୍ଷର ଗଞ୍ଜେଇ ଜବତ
ବଣାଇଁ, ୧୩ା୧(ପ୍ରଦୀପ ତ୍ରିପାଠୀ): ଜଙ୍ଗଲରେ ଗଞ୍ଜେଇ ଚାଷ କରି ବିକ୍ରି ବେଳେ ବିଶ୍ବସ୍ତ ସୁତ୍ରରୁ ଖବର ପାଇ ମାଡିବସିଲେ ଅବକାରୀ ବିଭାଗ । ଅବକାରୀ ଅଧୀକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ବଣାଇଁ ଓ ରାଉରକେଲା ଅବକାରୀଙ୍କୁ ନେଇ ଗଠିତ ଏକ ସ୍ଵତନ୍ତ୍ର ଟିମ…
Archives


