ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗଞ୍ଜାମ ପ୍ରଶାସନର ପ୍ରସ୍ତୁତି: ଅଧିକାରୀଙ୍କ ଛୁଟି ବାତିଲ, ୨୯ ତାରିଖ ପର୍ଯ୍ୟନ୍ତ…
ଛତ୍ରପୁର,୨୪ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ଓସଓ୍ବାନ ହଲ୍ରେ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ…

