‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’ ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ ବହୁ ଅସୁବିଧାର ସମୁଖୀନ ହେବାକୁ ପଡ଼ିଛି। ଚଳିତ ବର୍ଷ ଅଧିକାଂଶ ଚାଷୀଙ୍କ ଟୋକନ…