ସମ୍ଭାବ୍ୟ ବାତ୍ୟାକୁ ନେଇ ଗଞ୍ଜାମ ପ୍ରଶାସନର ବଡ଼ ପଦକ୍ଷେପ: ୨୧ ପର୍ଯ୍ୟନ୍ତ ଦୁଇଟି ଘାଟି ରାସ୍ତା ବନ୍ଦ କରି…
ଛତ୍ରପୁର,୧୯ା୧୧(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ଓ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ପାହାଡ଼ିଆ ରାସ୍ତାରେ ଭୂସ୍ଖଳନ ଓ ପଥର ଖସିବା ଆଶଙ୍କା ଥିବାରୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ଦୁଇଟି ଘାଟି ରାସ୍ତାରେ ଯାନବାହନ ଚଳାଚଳ ଉପରେ…
ବରିଷ୍ଠ ଅଧିକାରୀଙ୍କୁ ବିଧାୟକଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର, ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି…
ଛତ୍ରପୁର,୫ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ବିପର୍ଯ୍ୟୟ ସମୟରେ ଗଞ୍ଜାମ ଜିଲାବାସୀଙ୍କୁ ବିପଦରୁ ଉଦ୍ଧାର, ଥଇଥାନ ଓ ରିଲିଫ ଯୋଗାଣ ପାଇଁ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଦିନରାତି ଏକ କରି କାର୍ଯ୍ୟ କରୁଥିବା ବେଳେ ଜଣେ ବରିଷ୍ଠ ଅଧିକାରୀଙ୍କ…
ଅନ୍ତରିଗାଁ ପିଇଓଙ୍କୁ ନିଲମ୍ବନ କଲେ ଗଞ୍ଜାମ ଜିଲାପାଳ
ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି। ଏହି ବିପର୍ଯ୍ୟୟ ସମୟରେ କାର୍ଯ୍ୟରେ ଅବହେଳାକୁ ନେଇ ପୁରୁଷୋତ୍ତମପୁର ବ୍ଲକ ଅନ୍ତରିଗାଁ ପଞ୍ଚାୟତର ନର୍ବାହୀ ଅଧିକାରୀ(PEO) ସତ୍ୟନାରାୟଣ ପଣ୍ଡାଙ୍କୁ ଜିଲାପାଳ ନିଲମ୍ବନ କରିଛନ୍ତି। ଏଭଳି…
ଛତ୍ରପୁରରେ ପୂଜା ପାଉଛନ୍ତି ମା’ ଗଜଲକ୍ଷ୍ମୀ, ଆଳତି ଦର୍ଶନ କରି ଆଶୀର୍ବାଦ ଲାଭ କଲେ ଜିଲାପାଳ-ଏସ୍ପି
ଛତ୍ରପୁର,୨୬ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୁମାର ପୂର୍ଣ୍ଣିମା ଅବସରରେ ଛତ୍ରପୁର ଲୋୟର ବସ୍ଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର କମ୍ପ୍ଲେକ୍ସ ପରିସରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହାଆଡ଼ମ୍ବରରେ ଆରମ୍ଭ ହୋଇଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପୂଜା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଓ…
ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….
ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ କରାଯାଇଥିବା ଇକୋ ଟୁରିଜିମ ପ୍ରକଳ୍ପକୁ ବୁଲି ଦେଖିଲେ ଜିଲାପାଳ । ଏହାସହ କ୍ଷେତ୍ରସ୍ତରୀୟ…
ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯ ଟାରୁ ସାଢେ ୧୧ ପର୍ଯ୍ୟନ୍ତ ପରୀକ୍ଷା ହୋଇଥିଲା। ତେବେ ସକାଳ ୮ଟା ୩୦…
ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ
ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରଥମେ ଛତ୍ରପୁରର ଅପର ବସଷ୍ଟାଣ୍ଡରେ ଥିବା…
Ganjam: ୧୦୮୦ ଚାଷୀଙ୍କ ଟୋକନ ଅବଧି ବଢ଼ିଲା, ଗୁଜବକୁ ବିଶ୍ବାସ କରନ୍ତୁନି କହିଲେ ଜିଲାପାଳ
ଛତ୍ରପୁର,୩୧।୧(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର କୌଣସି ଚାଷୀଙ୍କ ଟୋକେନ କ୍ଷତି ହେବାକୁ ଦିଆଯିବ ନାହିଁ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ଚାଷୀଙ୍କ ଟୋକେନ ଅବଧି ବୃଦ୍ଧି କରିବା ନେଇ ରଜ୍ୟ ସରକାର ଜିଲାପାଳମାନଙ୍କୁ କ୍ଷମତା ପ୍ରଦାନ କରିଛନ୍ତି।…

