ନେପାଳ ବନ୍ୟା ବିଭୀଷିକା: ଗଞ୍ଜାମ ଦମ୍ପତିଙ୍କ ସହ ଝିଅ-ପୁଅ ମୃତ, ଜଳଖିଆ ଖାଉଥିବାବେଳେ ମାଡ଼ିଆସିଲା ପାଣି ଦିଗପହଣ୍ଡି,୩୧ା୮(ଅଶେଷ ନାଥ ମିଶ୍ର): ନେପାଳର ତ୍ରିଶୂଳୀ ନଦୀରେ ଭୟଙ୍କର ବନ୍ୟା ବିଭୀଷିକାରେ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ନିକଟ ସାରୁ ଗ୍ରାମର ମୂଳବାସିନ୍ଦା ମନ୍ମଥ ପାଢ଼ୀଙ୍କ ଝିଅ ସୁରଭି(୪୪) ଆନ୍ଧ୍ରର ଶ୍ରୀକାକୁଲମ ଜିଲା ପାର୍ବତୀପୁରମର ତାଙ୍କ ସ୍ବାମୀ ସନ୍ତୋଷ ସାହୁ(୪୬), ପୁଅ ସ୍ପନ୍ଦନ…