ସୁନା-ରୂପା ଅଳଙ୍କାରରେ ଝଲସୁଛନ୍ତି ମା’ ଗଜଲକ୍ଷ୍ମୀ, ପୁରୁଷୋତ୍ତମପୁରରେ ମୁଖ୍ୟ ଆକର୍ଷଣ ଓଡିଆ ଅସ୍ମିତା….
ପୁରୁଷୋତ୍ତମପୁର,୨୫।୧୦(ସବିତା ମିଶ୍ର): ପବିତ୍ର କୁମାର ପୂର୍ଣ୍ଣିମା ଓ ମା’ଗଜଲକ୍ଷ୍ମୀଙ୍କ ପୂଜା ଲାଗି ଗଞ୍ଜାମ ଜିଲାର ଭାଇଚାରାର ସହର ପୁରୁଷୋତ୍ତମପୁର ଚଳଚଞ୍ଚଳ ହୋଇ ଉଠିଛି । ସୁନା ରୂପାର ଅଳଙ୍କାରରେ ଝଲସୁଛନ୍ତି ମା’ ଗଜଲକ୍ଷ୍ମୀ । ମେଢ ଦେଖିବା ସାଙ୍ଗକୁ ଆଶୀର୍ବାଦ ଭିକ୍ଷା…

