Tag Archives: Ganjam News

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ ବାହାରି ପାରୁ ନାହାନ୍ତି । ଏଥିସହ ପବନର ବେଗ ମଧ୍ୟ ବେଳକୁ ବେଳ…

ଶ୍ରୀବଣା ଗାଁରେ ପୂର୍ବତନ ବିଧାୟକଙ୍କ ସହାୟତା, ଆବାସ ଯୋଜନାରେ ଘର ଯୋଗାଇଦେବାକୁ ବିଡିଓଙ୍କ ସହ ଆଲୋଚନା

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ ଶ୍ରୀବଣା ଗ୍ରାମର ଡ଼ି ଦୁର୍ଯ୍ୟଧନ ପାତ୍ରଙ୍କର ନିଜସ୍ୱ ଘର ନଥିବାରୁ ଗାଁ ଶେଷରେ ଟିଣ ପକାଇ କୁଡ଼ିଆରେ ରହୁଥିଲେ ପରିବାର । ତେବେ ଖବର ପାଇବା ପରେ ଛତ୍ରପୁର ପୂର୍ବତନ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି ଘେରରେ ଥିବା ଜଣା ପଡିଛି । ପବନର ବେଗ ଅଧିକ ନଥିଲେ ମଧ୍ୟ…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ କରିଛନ୍ତି । ଏଥିପାଇଁ ତାଙ୍କୁ ବିଭିନ୍ନ ସରକାରୀ ବେସରକାରୀ ସଂସ୍ଥା ପକ୍ଷରୁ ଶୁଭେଚ୍ଛାର…

କାଶ୍ମୀର ଓ ଉତ୍ତରାଖଣ୍ଡକୁ ପଛରେ ପକାଇଲେ ଓଡ଼ିଆ ପୁଅ ଶିବପ୍ରସାଦ, ଓଡ଼ିଶା ପାଇଁ ଆଣିଲେ ସୁନାମ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲlଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲଡ଼ ମେଡାଲ ଜିତି ରାଜ୍ୟ ଓ ଜିଲା ପାଇଁ ଗୌରବ ଆଣିଛନ୍ତି । ଲେହ ଲାଦାଖରେ ନ୍ୟାସନାଲ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକଟସ୍ଥ ବ୍ରିଜ ଠାରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ମଧ୍ୟରେ ଋଷିକୁଲ୍ୟା ନଦୀକୂଳରେ…

ଗଞ୍ଜାମରେ ଜୋନାଲ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ଅଂଶଗ୍ରହଣ କରିବେ ୨୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର

ଗଞ୍ଜାମ,୭।୯ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଆରମ୍ଭ ହେବ ଜୋନାଲ ସ୍ତରୀୟ କ୍ରୀଡା ପ୍ରତିଯୋଗିତା । ଏଥିରେ ବ୍ଲକର ଚାରୋଟି କ୍ଲଷ୍ଟର ତଥା ପୁଇଁତୋଳା, ପାଳିବନ୍ଧ, କରପଡା ଓ ରାଜପୁର କ୍ଲଷ୍ଟରର ପ୍ରାୟ ୨୫୦…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରିବାରକୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, ବିଧାୟକ…

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ପୂର୍ବତନ ବ୍ଲକ ଅଧକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳଙ୍କ ଗତ ଶୁକ୍ରବାର ଦିନ ଦେହାନ୍ତ ହୋଇଥିଲା । ଶନିବାର ପୂର୍ବତନ ବିଧାୟକ ସୁବାଷ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ବିଜେଡିର ଏକ ପ୍ରତିନିଧି…

ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି, ସ୍ଥାନୀୟ ଲୋକେ କହୁଛନ୍ତି….

ଗଞ୍ଜାମ,୨।୯ (ବିଦ୍ୟାଧର ସାହୁ ): ସମୁଦ୍ର ବେଳାଭୂମିରେ ଦେଖାଯାଉଛି ଏକ ମନ୍ଦିରର ଦଧିନଉତି । ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି ଠାବ ହୋଇଛି । ଏହା ଗଙ୍ଗାଦେବୀ ମନ୍ଦିର ବୋଲି ଅନୁମାନ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନ, ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବିଶି, ଉପଜିଲାପାଳ ଶିବାଶିଷ ବରାଳ,…

ରାଜନୀତିରେ ହଲଚଲ: ଯୁବମୋର୍ଚ୍ଚା ସଭାପତି ନିଯୁକ୍ତ କଲା ଭାଜପା, ଏହି ୨ ଜଣଙ୍କୁ ମିଳିଲା ଗୁରୁଦାୟିତ୍ୱ

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖାଉଛି ରାଜନୈତିକ ଉଷ୍ମତା ସେତିକି ବଢୁଛି ।ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଶାସକ ଭାଜପା ଆଗୁଆ ଥିବା…

ନୀଳାଚଳଙ୍କ ନିବେଦନ ପରେ ସରପଞ୍ଚଙ୍କ ତତ୍ପରତା, ଖୁବଶୀଘ୍ର ମିଳିବ…

ଗଞ୍ଜାମ,୬ା୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ୍ ମଲାଡ ପଞ୍ଚାୟତ ଅନ୍ତର୍ଗତ ଲୁଙ୍ଗୁରୀ ଗ୍ରାମର ନୀଳାଞ୍ଚଳ ରାସ୍ତା କଡ଼ରେ ଗୋଟିଏ ନଡ଼ିଆ ବାହୁଙ୍ଗା ଓ ଜରି ପାଲ ପକାଇ ବସବାସ କରୁଥିଲେ । ଏନେଇ ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?