Tag Archives: Ganjam News

ହୁମ୍ମା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ସାଇକେଲରେ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ…

ଗଞ୍ଜାମ,୩୦।୬(ଅନାଥ ତରାଇ): ହୁମ୍ମା ଓଭରବ୍ରିଜ୍ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ, ଗଡହୁମାର ବାଉଁସିଆପଡା ଗ୍ରାମର ପୂର୍ଣ୍ଣଚନ୍ଦ୍ର ନାୟକ ନାମକ ଜଣେ ବୃଦ୍ଧ ସାଇକେଲରେ ରାସ୍ତା…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ତଥା ଜାତୀୟ ରାଜପଥ ପାର୍ଶ୍ଵ ଡ୍ରେନେଜ ବ୍ୟବସ୍ଥା ନଥିବା ଯୋଗୁଁ ନାହିଁ ନଥିବା…

ଗଞ୍ଜାମ ବ୍ଲକ ସମୁଖରେ ବାମଦଳର ବିକ୍ଷୋଭ, ଏହି ସମସ୍ୟା ନେଇ ବିଡିଓଙ୍କୁ ଦାବିପତ୍ର

ଗଞ୍ଜାମ,୨୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଆଞ୍ଚଳିକ କମିଟି ସିପିଆଇଏମ ପକ୍ଷରୁ ଗୁରୁବାର ଦିନ ବିଭିନ୍ନ ଦାବି ନେଇ ଗଞ୍ଜାମ ବ୍ଲକ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ପ୍ରଥମେ ଦଳୀୟ କର୍ମୀ ଓ ନେତାମାନେ ତ୍ରିବେଣୀ ମଠ ଛକ ଠାରୁ ବିରାଟ…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ ଫେବର ବ୍ଲକରେ ରାସ୍ତା କାମ ଚାଲିଛି । କିନ୍ତୁ ବେପରୁଆ ଠିକାଦାରୀ ତଥା…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଥିବା ଜଣାପଡୁଛି…

ବିଳମ୍ବରେ ହେଲେ ମଧ୍ୟ ଗଞ୍ଜାମ ସହରରେ ଲାଗିଲା ଷ୍ଟ୍ରିଟ ଲାଇଟ, ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରବାସୀଙ୍କ ବହୁ ଦିନର ଦାବି ପୂରଣ ହୋଇଛି । ବିଳମ୍ବରେ ହେଲେ ମଧ୍ୟ ଗଞ୍ଜାମ ସହର ବଡ଼ ବଜାର, ସାନ ବଜାର ଏବଂଜୟଶ୍ରୀ ଛକ ଠାରୁ ଥାନା ରୋଡ଼ ବିଞ୍ଚଣାପଲି ଛକ ପର୍ଯ୍ୟନ୍ତ ଡିଭାଇଡ଼ରରେ ନୂତନ…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର । ପୂଜକଙ୍କ ଘର ଉଚ୍ଛେଦ ପାଇଁ ଦୀର୍ଘ ବର୍ଷ ହେବ ପ୍ରୟାସ କରାଯାଉଥିଲେ…

ସଡ଼କ ଦୁର୍ଘଟଣାରେ ୨ ମୃତ, ମୃତକଙ୍କ ପରିବାରକୁ ଭେଟିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୨୦ା୫ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ବିରିପୁର ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ହଂସପୁର ଗ୍ରାମନିବାସୀ ଗଙ୍ଗାପୁର ଉଚ୍ଚ ବିଦ୍ୟାଳୟର ଶିକ୍ଷକ ତଥା ସିଆରସିସି ରଘୁନାଥ ପ୍ରଧାନ ଓ ହୂମ୍ବର…

ପଞ୍ଚାୟତ ନିର୍ବାଚନ ପାଇଁ ପାଗଭିଡ଼ା, ଭାଜପାରେ ସାମିଲ ହେଲେ ବହୁ….

ଗଞ୍ଜାମ,୧୩ା୫ (ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ବଳରାମଚନ୍ଦ୍ର ପୁର ଗ୍ରାମର ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଏକ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ କାଳୀଙ୍କ ଘଟ ଓଡ଼ିଆ ଢମଣା ସାହି ସ୍ଥିତ ବାବା ରାମ ଲିଙ୍ଗେଶ୍ୱର ମନ୍ଦିରରେ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ ଐତିହାସିକ ଚନ୍ଦନ ଯାତ୍ରା । ଏହି ଯାତ୍ରା ଏପ୍ରିଲ ୨୦ରୁ ଆରମ୍ଭ ହୋଇ…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା ଲୋକଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖା ଦେବା ସହ ଏକ ପ୍ରକାର ଛନକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?