ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (ଏସ୍ପି) ହରିଶ ବି. ସି. ଜନସାଧାରଣ ଓ ପୂଜା କମିଟିଗୁଡ଼ିକ ପାଇଁ ସୋମବାର…