Tag Archives: ganjam

ଖଣ୍ଡା ଚୋଟରେ ସ୍ୱାମୀ ଗୁରୁତର, ୩ ଦିନ ପରେ ବି ପୋଲିସ ହାତ ଖାଲି: ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ପତ୍ନୀ

ଛତ୍ରପୁର,୧୧।୧୧(ଦିଲ୍ଲୀପ ସାମଲ): ରାସ୍ତା ମଝିରେ ସଂଘାତିକ ଆକ୍ରମଣ। ଖଣ୍ଡା ଚୋଟରେ ସ୍ୱାମୀ ଗୁରୁତର ହୋଇ ଡାକ୍ତରଖାନାରେ ଜୀବନ ସହ ସଂଗ୍ରାମ କରୁଥିବା ବେଳେ ଘଟଣାର ୩ ଦିନ ପରେ ବି ଅଭିଯୁକ୍ତଙ୍କୁ ଗିରଫ କରିନି ପୋଲିସ। ପୋଲିସର ଏଭଳି ନିଷ୍କ୍ରିୟତାକୁ ନେଇ…

ବନ୍ୟାର ଅନ୍ଧକାରରେ ଦୀପାବଳିର ଆଲୋକ ବାଣ୍ଟିଲେ ଜିଲାପାଳ, ବିପନ୍ନଙ୍କ ଘରେ ପହଞ୍ଚି…

ପୁରୁଷୋତ୍ତମପୁର,୮ା୧୧(ସବିତା ମିଶ୍ର): ବନ୍ୟା ଛଡ଼ାଇ ନେଇଛି ସର୍ବସ୍ବ, ହେଲେ ଛଡ଼ାଇ ପାରିନି ଦୀପାବଳିର ଆଲୋକ। ବନ୍ୟାର ଦୁଃଖରେ ବୁଡ଼ି ରହିଥିବା ପରିବାରଙ୍କ ମୁହଁରେ ହସ ଫୁଟାଇବାକୁ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିଆରା ପଦକ୍ଷେପ ଏବେ ଚର୍ଚ୍ଚାରେ। ବାତ୍ୟା ଅର୍ଣ୍ଣବ…

ବୁଧବାର ଏହି ଜିଲାର ସମସ୍ତ ସ୍କୁଲ ବନ୍ଦ ଘୋଷଣା, ନିର୍ଦ୍ଦେଶନାମା ଜାରି କଲେ…

ଛତ୍ରପୁର,୩।୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ନଭେମ୍ବର ୪ ତାରିଖ (ବୁଧବାର) ଗଞ୍ଜାମ ଜିଲାର ସମସ୍ତ ବିଦ୍ୟାଳୟ ବନ୍ଦ ରହିବ। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଆଖିଆଗରେ ରଖି ଜିଲା ଶିକ୍ଷା ଅଧିକାରୀ…

ବନ୍ୟା ପରିଚାଳନାରେ ଅବହେଳା: ଦୁଇ କର୍ମଚାରୀ ନିଲମ୍ବିତ, ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ପରିସ୍ଥିତିର ମୁକାବିଲା ଓ ପରିଚାଳନା କାର୍ଯ୍ୟରେ ଅବହେଳା ଅଭିଯୋଗରେ ଗଞ୍ଜାମ ଜିଲା ୩ ଜଣ କର୍ମଚାରୀଙ୍କ ବିରୋଧରେ ପ୍ରଶାସନ ପକ୍ଷରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହୋଇଛି। ଏଥିରେ ଜଣେ ମାର୍କେଟିଂ ଇନ୍ସପେକ୍ଟର ଓ ଜଣେ…

ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଦାଦନ ଯନ୍ତ୍ରଣା ଲାଗି ରହିଥିବାବେଳେ ପୁଣିଥରେ ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃ୍‌ତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଭୀଷ୍ମଗିରି ଗ୍ରାମ ପ୍ରେମନଗର ସାହିର…

ବନ୍ୟା ବାତ୍ୟା ଟଳିଲା, ବଢ଼ିଲା ଲୋକଙ୍କ ଦୁର୍ଦ୍ଦଶା, ବିପନ୍ନଙ୍କ ନିକଟରେ ଯୁବ ସ୍ବେଚ୍ଛାସେବୀ ପହଞ୍ଚି…

ଗଞ୍ଜାମ,୧ା୧୧(ବିଦ୍ୟାଧର ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ବିଶେଷ କ୍ଷତି ଗ୍ରସ୍ତ ହୋଇଛି ଗଞ୍ଜାମ ଜିଲା। ଏହି ବ୍ଲକର ଅଧିକାଂଶ ପଞ୍ଚାୟତ ଲଗାଣ ବର୍ଷା ଓ ପବନ ଯୋଗୁ ବ୍ୟାପକ ଫସଲ ନଷ୍ଟ ହୋଇଥିବା ବେଳେ କାମଧନ୍ଦାକୁ ଯାଇ ନ ପାରି ହାତବାନ୍ଧି…

ଏହି ଜିଲାରେ ୩୧ ପର୍ଯ୍ୟନ୍ତ ସବୁ ଶିକ୍ଷାନୁଷ୍ଠାନ ବନ୍ଦ

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ସାଙ୍ଗକୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଜାରି ରହିଥିବାରୁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର, ସ୍କୁଲ, ଡିଗ୍ରୀ କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଓ ବିଶ୍ୱବିଦ୍ୟାଳୟର ବିଭାଗଗୁଡ଼ିକୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ…

ଛେଚୁଛି ବର୍ଷା: ପାଣିରେ ବୁଡ଼ିଲା ଚାଷଜମି, ଚିନ୍ତାରେ ଚାଷୀ

ଗଞ୍ଜାମ,୨୯ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମ ସହର ଏବଂ ଆଖପାଖ ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରିରହିଛି l ଏହି ବର୍ଷା ଯୋଗୁୁ ବ୍ଲକ ଅଞ୍ଚଳର ଚାଷଜମି ବର୍ଷାପାଣିରେ ବୁଡି ରହିଥିବା ଦେଖିବାକୁ ମିଳିଛି l ଯାହାକୁ…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଜୟ ଅମୃତ କୁଲାଙ୍ଗେ, ୬ ବର୍ଷର ସମ୍ପର୍କକୁ ମନେ ପକାଇ…

ପୁରୁଷୋତ୍ତମପୁର,୨୮ା୧୦(ସବିତା ମିଶ୍ର): ଗଞ୍ଜାମ ମାଟି ସହ ପୁଣି ଯୋଡ଼ିହେଲା ପୁରୁଣା ସମ୍ପର୍କ। ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି) ଭାବେ ନୂତନ ଦାୟିତ୍ୱ ଗ୍ରହଣ କରିଥିବା ବରିଷ୍ଠ ଆଇଏଏସ୍‌ ଅଧିକାରୀ ବିଜୟ ଅମୃତ କୁଲାଙ୍ଗେ ବୁଧବାର ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଗଞ୍ଜାମରେ ତାଣ୍ଡବ ରଚିଲା ବାତ୍ୟା ଅର୍ଣ୍ଣବ, ଭାଙ୍ଗିଲା ଇଲେକ୍ଟ୍ରି ଖୁଣ୍ଟ ସହ ବଡ଼ବଡ଼…

ଗଞ୍ଜାମ,୨୮ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମ ସହର ବଡ଼ ବଜାର ଠାରେ ଗତ ଅଗଷ୍ଟ ୩୧ରେ ଉଦ୍‌ଘାଟନ ହୋଇଥିବା ବିଦ୍ୟୁତ୍‌ ଖୁଣ୍ଟ ବୁଧବାର ପଡ଼ି ଯାଇଥିବା ଦେଖିବାକୁ ମିଳିଛି। ଏଥିସହ ବଡ଼ବଡ଼ ଗଛ ମଧ୍ୟ ଭାଙ୍ଗି ପଡିଛି। ଗତ…

ବାତ୍ୟା ଅର୍ଣ୍ଣବର ପ୍ରଭାବ: ଛତ୍ରପୁରରେ ଲଗାଣ ବର୍ଷା ସହ ଅନେକ ସ୍ଥାନରେ ଭାଙ୍ଗିଲା ଗଛ

ଛତ୍ରପୁର,୨୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଛତ୍ରପୁର ଅଞ୍ଚଳରେ ଗତ ଦୁଇଦିନ ହେଲା ଲଗାଣ ବର୍ଷା ସାଙ୍ଗକୁ ପବନ ଜାରି ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ସାଧାରଣ ଜୀବନଯାପନ ପ୍ରଭାବିତ ହୋଇଥିବା ବେଳେ ଲୋକେ ଘରୁ ବାହାରିବାକୁ…

୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ ୯ ମୋବାଇଲ ଜବତ, ୭ ଜୁଆଡ଼ିଙ୍କୁ ଗିରଫ କରି…

ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ରମ୍ଭା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପୋଇରାଶି ପଞ୍ଚାୟତ ବରପଲ୍ଲୀ ଓ ଭୁଆଁଭୂଇଁ ଗ୍ରାମ ନିକଟସ୍ଥ ଠାକୁରାଣୀ ମନ୍ଦିରଠାରେ ଜୁଆଆଡ୍ଡା ଚାଲିଥିବାବେଳେ ରମ୍ଭା ଥାନା ଆଇଆଇସି କୁମାର ମୁଦୁଲିଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ଅତର୍କିତ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?