Tag Archives: ganjam

ଗଞ୍ଜାମ ଜିଲା ପୋଲିସର ସାଗର କବଚ-୨ ସମରାଭ୍ୟାସ, ଶତ୍ରୁପକ୍ଷ ଆସିଲେ…

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ /ସନ୍ତୋଷ ପାଢ଼ୀ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ସମୁଦ୍ରତଟ ସୁରକ୍ଷା ନେଇ ୨ଦିନିଆ ସାଗର କବଚ ସମରାଭ୍ୟାସ ଚାଲିଛି। ସମୁଦ୍ର ନିକଟ ଥାନା ଆର୍ଯ୍ୟପଲ୍ଲୀ, ଗଞ୍ଜାମ, ଛତ୍ରପୁର, ରମ୍ଭା, ଚମାଖଣ୍ଡି ପୋଲିସ ପକ୍ଷରୁ ଏହି ସମରାଭ୍ୟାସ କରାଯାଉଛି। ଜଳପଥ…

ମାଳି ଜଗନ୍ନାଥପୁରରେ ଅଘଟଣ: ଗଣେଶ ଭସାଣି ବେଳେ ଛିଣ୍ଡିଲା ବିଦ୍ୟୁତ ତାର, ୩ ଜଣ…

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତ ମାଳି ଜଗନ୍ନାଥପୁର ରେଡି ସାହିରେ ମଙ୍ଗଳବାର ସନ୍ଧ୍ୟାରେ ଗଣେଶ ମୂର୍ତ୍ତି ବିସର୍ଜନ ସମୟରେ ହଠାତ ବିଦ୍ୟୁତ ତାର ଛିଣ୍ଡି ପଡିଲା। ସାହିର ତିନି ଜଣଙ୍କ ଉପରେ ତା’ର ଛିଡି ପଡିଯିବା…

ଅନ୍‌ କରିବା ମାତ୍ରେ ହୁତୁହୁତୁ ହୋଇ ଜଳି ବ୍ଲାଷ୍ଟ ହେଲା ଗ୍ୟାସ୍‌ ଟାଙ୍କି, ପୋଡ଼ିଯାଇ ମହିଳା…

ଛତ୍ରପୁର, ୩୧।୮(ଦିଲୀପ ସାମଲ): ରୋଷେଇ କରିବାକୁ ଯାଇଥିବା ବେଳେ ଫାଟିଲା ଗ୍ୟାସ ଟାଙ୍କି। ପୋଡ଼ି ହୋଇ ଜଣେ ମହିଳା ଗୁରୁତର। ଏଭଳି ଏକ ଦୁର୍ଘଟଣା ରବିବାର ଛତ୍ରପୁର ବ୍ଲକ ଅନ୍ତର୍ଗତ ହଂସପୁର ଗ୍ରାମରେ ଘଟିଛି । ଗୁରୁତର ମହିଳା ଜଣଙ୍କ ହେଲେ…

ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି ଘୋଷଣା କଲେ ସରକାର, ଖୁସିବ୍ୟକ୍ତ କରିବା ସହ…

ଛତ୍ରପୁର,୩୧।୮(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁରବାସୀଙ୍କ ବହୁ ପ୍ରତିକ୍ଷୀତ ଆଶା ଆଜି ସଫଳ ହୋଇଛି। ଜିଲାର ସଦର ମହକୁମା ଛତ୍ରପୁର ଏନ୍‌ଏସିକୁ ରବିବାର ମୋହନ ସରକାର ମୁନିସିପାଲଟି ଭାବେ ଘୋଷଣା କରିଛନ୍ତି । ଏଥିପାଇଁ ଛତ୍ରପୁରବାସୀ ବହୁତ ଖୁସି ଥିବା…

ସ୍ବାୟତ୍ତ ଶାସନ ସପ୍ତାହ ଅବସରରେ ଜନ ସଚେତନତା, ଲୋକନୃତ୍ୟ ମାଧ୍ୟମରେ…

ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର): ପବିତ୍ର ସ୍ବାୟତ୍ତ ଶାସନ ସପ୍ତାହ ପାଳନ ଅବସରରେ ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଶୁକ୍ରବାର ଅପରାହ୍ନରେ ଦିଗପହଣ୍ଡି ସହରର ବଜାର ଗାନ୍ଧୀଛକ, ବସଷ୍ଟାଣ୍ଡ, ପୁଞ୍ଜିକୟାଁ ଛକ ଆଦି ଜନଗହଳି ସ୍ଥାନ ମାନଙ୍କରେ ଲୋକନୃତ୍ୟ ମାଧ୍ୟମରେ ଜନ ସଚେତନତା କାର୍ଯ୍ୟକ୍ରମ…

ଯୁବତୀଙ୍କୁ ଅପହରଣ କରି ବଳାତ୍କାର, ବ୍ଲକ ପଛପଟ ଏକ ଘରୁ ଉଦ୍ଧାର ପରେ…

ଦିଗପହଣ୍ଡି, ୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ଯୁବତୀଙ୍କୁ ସୋମବାର ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ ବାପା ଏନେଇ ପାଟପୁର ଥାନାରେ ଏତଲା ଦେବା ପରେ ଏତଲାକୁ ଭିତ୍ତିକରି…

ଗଞ୍ଜାମ ଆର୍‌ଟିଓ ଭାବେ ଦାୟିତ୍ୱ ଗ୍ରହଣ କଲେ ଦେବାଶିଷ ସ୍ବାଇଁ

ଛତ୍ରପୁର,୨୦।୮(ଦିଲୀପ ସାମଲ): ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ(ଆର୍‌ଟିଓ) ଭାବେ ଇଂ ଦେବାଶିଷ ସ୍ବାଇଁ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି l ସେ ପୂର୍ବରୁ ଢେଙ୍କାନାଳ ଏମ୍‌ଭିଆଇ ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ। ଏବେ ତାଙ୍କ ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ ପଦୋନ୍ନତି…

ଅଶ୍ଳିଳ କମେଣ୍ଟ ପରେ କେହି ନ ଥିବାର ସୁଯୋଗ ନେଇ ମହିଳାଙ୍କୁ ବଳାତ୍କାର, ବନ୍ଧା ହେଲେ SI

ଫୁଲବାଣୀ, ୧୪।୮(ରାକେଶ କୁମାର ରାଉତ)-ଖାକିରେ ଲାଗିଛି ଦାଗ। ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗରେ କନ୍ଧମାଳ ଜିଲା କୋଟଗଡ ଥାନାରେ କାର୍ଯ୍ୟରତ ଜଣେ ପୋଲିସ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ଗୁରୁବାର ଗିରଫ ହୋଇଛନ୍ତି। ସେ ହେଲେ ସ୍ମୃତି ସାଗର ସାମଲ। ତାଙ୍କ ଘର କଟକରେ।…

ଦିଗପହଣ୍ଡିରେ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ନୂଆ ବସଷ୍ଟାଣ୍ଡରୁ…

ଦିଗପହଣ୍ଡି,୧୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗୁରୁବାର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ଦିଗପହଣ୍ଡି ନଗର ଶାଖା ପକ୍ଷରୁ ଅଖଣ୍ଡ ଭାରତ ସଂକଳ୍ପ ମାଧ୍ୟମରେ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶୋଭାଯାତ୍ରା ସ୍ଥାନୀୟ ନୂଆ ବସଷ୍ଟାଣ୍ଡ ଠାରୁ…

ବାହୁନି ବାହୁନି ପୁଅକୁ ଝୁରୁଛନ୍ତି ମା’ବାପା, କାନ୍ଦବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ; ଆଖି ବୁଜିଲେ କାର୍‌ ଧକ୍କାରେ…

ଦିଗପହଣ୍ଡି,୧୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ଖେମୁଣ୍ଡି କାଳୁଆ ଛକଠାରେ ବୁଧବାର ଅପରାହ୍ନ ପ୍ରାୟ ୨ ଟାରେ ଏକ ଦ୍ରୁତଗାମୀ କାର ଧକ୍କାରେ ସିଦ୍ଧେଶ୍ୱର ପଞ୍ଚାୟତ ଗୋପାଳପୁର ଗ୍ରାମର ବାଇକ ଚାଳକ ଜଗନ କୁମାର ସ୍ବାଇଁ(୨୩) ଗୁରୁତର…

ଭଞ୍ଜନଗରରେ ହେବ ଜାତୀୟସ୍ତରର ଷ୍ଟାଡିୟମ, କେଏସୟୁବି କଲେଜରେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ଭଞ୍ଜନଗର ହେଉଛି ରାଜ୍ୟର ଏକ ବଡ ଉପଖଣ୍ଡ। ଜିଲା ସଂଖ୍ୟା ବୃଦ୍ଧି ସମୟରେ ଏହି ଉପଖଣ୍ଡ ଜିଲା ମାନ୍ୟତା ପାଇବାର ଥିଲା। କିନ୍ତୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ କୌଣସି କାରଣରୁ ଉପଖଣ୍ଡବାସୀଙ୍କ ଦାବିକୁ ଗୁରୁତ୍ତ୍ୱ ଦେଇ ନ…

ସରକାରୀ ଯୋଜନାରୁ ବଞ୍ଚିତ ୧୯୪ ହାଇସ୍କୁଲ, ୬ ଦଫା ଦାବିରେ ୧୬ରେ ଭୁବନେଶ୍ୱରରେ ଆନ୍ଦୋଳନ 

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଓଡିଶା ସ୍କୁଲ କଲେଜ ଓ କର୍ମଚାରୀ ସମନୟ ସମିତି ରବିବାର ସ୍ଥାନୀୟ ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜ ସଭା ଗୃହଠାରେ ଓଷ୍ଟା ତରଫରୁ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ସଭାପତି ଦିଲୀପ କୁମାର ସ୍ବାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?