‘ସାକ୍ଷୀ ଦେଲେ ବାପାଙ୍କୁ ଜୀବନରୁ ମାରିଦେବୁ’; ବଳାତ୍କାର କରିଥିବା ଅଭିଯୁକ୍ତଙ୍କ ପରିବାରର ଧମକ ପରେ…
ଦିଗପହଣ୍ଡି,୩୦ା୫(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ଗତ ପ୍ରାୟ ୮ ମାସ ତଳେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିଲା। ଏନେଇ ଥାନାରେ ଅଭିଯୋଗ ପରେ ଅଭିଯୁକ୍ତ ଗିରଫ ହୋଇଥିଲେ। ଏହି ଘଟଣାରେ ଅଭିଯୁକ୍ତ ବୁଲୁ…
ସାପ୍ତାହିକ ହାଟକୁ ନେଇ ତେଜୁଛି ରାଜନୀତି, ଆଜି ଶୁଭାରମ୍ଭ ହେବା ପୂର୍ବରୁ…
ଗଞ୍ଜାମ,୩୦।୫(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଦାମୋଦର ପୁର କଲେଜ ରୋଡ୍ଠାରେ ଶନିବାର ଅପରାହ୍ନରେ ସାପ୍ତାହିକ ହାଟର ଶୁଭାରମ୍ଭ ହେବ । ସହରରେ ପ୍ରାୟ ଚାଳିଶି ବର୍ଷ ପୂର୍ବେ ପ୍ରତ୍ୟେକ ଶନିବାର ସାପ୍ତାହିକ ହାଟ ବସୁଥିଲା l କୌଣସି କାରଣରୁ ତାହା…
ଦିଗପହଣ୍ଡି କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଅବିନାଶ ମିଶ୍ର
ଦିଗପହଣ୍ଡି,୩୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସିର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅବିନାଶ ମିଶ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ତାଙ୍କୁ ଏନ୍ଏସି ଅଧ୍ୟକ୍ଷ ପ୍ରଫଲ୍ଲ ପଣ୍ଡା ଏବଂ କର୍ମଚାରୀମାନଙ୍କ ପକ୍ଷରୁ କାର୍ଯ୍ୟାଳୟ ପରିସରରେ ସମ୍ବର୍ଦ୍ଧନା ଦିଆଯାଇଥିଲା। ପୂର୍ବରୁ କାର୍ଯ୍ୟରତ…
ନିଜ ଜନ୍ମକଲା ଝିଅଙ୍କୁ ଡରାଇ, ଧମକାଇ ଘରେ କରିଥିଲେ ବଳାତ୍କାର; ସଇତାନ ବାପାଙ୍କୁ ଏଭଳି ଦଣ୍ଡ ଦେଲେ…
ବ୍ରହ୍ମପୁର, ୩୦।୫(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍ସ ବିଚାରପତି ପ୍ରଣତି ପଟ୍ଟନାୟକ ଶୁକ୍ରବାର ଏକ ବଳାତ୍କାର ମାମଲାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ତଥା ପିଡ଼ିତାଙ୍କ ବାପାକୁ ଉପଯୁକ୍ତ ପ୍ରମାଣ ଆଧାରରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ୧୦ ହଜାର…
ଅଣ୍ଡା ନୁହେଁ ଚିକେନ ଖାଇବୁ…ଛତ୍ରପୁର ଉପକାରାଗାରରେ କଏଦୀଙ୍କ ଅନଶନ ପରେ…
ଛତ୍ରପୁର,୨୮ା୫(ଦିଲୀପ ସାମଲ): ଛତ୍ରପୁର ଉପ କାରାଗାରରେ କଏଦୀମାନଙ୍କୁ ନିମ୍ନମାନର ଖାଦ୍ୟ ଦିଆଯାଉଛି, ତେଣୁ ସେମାନେ ଅନଶନ କରିବେ ବୋଲି ଏକ ଅଡିଓ କ୍ଲିପ୍ ଭାଇରାଲ ହୋଇଥିଲା। ଏ ନେଇ ଜେଲ ଅଧୀକ୍ଷିକା କେ. ଅବନ୍ତୀ ସିଂଙ୍କୁ ପଚାରିବାରୁ ସେ କହିଛନ୍ତି, ବୁଧବାର…
ହୃଦଘାତରେ ଆଖି ବୁଜିଲେ ଦିଗପହଣ୍ଡି ତହସିଲ କର୍ମଚାରୀ, ଶୋକରେ ବୁଡ଼ିଲେ…
ଦିଗପହଣ୍ଡି,୨୮।୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ କର୍ମଚାରୀ ମମତାରାଣୀ ନାୟକଙ୍କ ହୃଦଘାତରେ ପରଲୋକ ହୋଇଯାଇଛି। ସାନଖେମୁଣ୍ଡି ବ୍ଲକ ସିଙ୍ଗିପୁର ପଞ୍ଚାୟତ ଅନ୍ତର୍ଗତ ଗୁଣ୍ଡରିଗୁଡା ଗ୍ରାମ ବାସଭବନରେ ମଙ୍ଗଳବାର ରାତିରେ ତାଙ୍କ ମୃତ୍ୟୁ ଘଟିଛି। ସେ ୨୦୨୪ ରେ ଆଉଟ ସୋର୍ସିଂ…
ସମ୍ପାଦକଙ୍କୁ ବହିଷ୍କାର ଦାବି ଘଟଣା, ବିପୁଳିଙ୍ଗି ସେବା ସମବାୟ ସମିତିରେ ତଦନ୍ତ
ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ) : ଛତ୍ରପୁର ବ୍ଲକ ବିପୁଳିଙ୍ଗି ସେବା ସମବାୟ ସମିତିରେ ଚଳିତବର୍ଷ ଧାନକିଣାରେ ବ୍ୟାପକ ଦୁର୍ନୀତି ହୋଇଛି । ସମବାୟ ସମିତି ସମ୍ପାଦକ ନିଜ ପରିବାର ନାମରେ ଟୋକନ ଆଣି ନିଜ ଧାନ ବିକ୍ରି କରିବା ସହିତ ଚାଷୀଙ୍କ ଧାନ…
ଦିଗପହଣ୍ଡି ପଥ ବିକ୍ରେତା ସଂଘ ପକ୍ଷରୁ ବିକ୍ଷୋଭ, କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ
ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଆନ୍ତର୍ଜାତିକ ହକ୍କର ଦିବସ ଅବସରରେ ସୋମବାର ଦିଗପହଣ୍ଡି ପଥ ବିକ୍ରେତା ସଙ୍ଘ ମିଳିତ ହକ୍କର କାର୍ଯ୍ୟ ପ୍ରକ୍ରିୟା କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶ୍ରମିକ ସଙ୍ଗଠନ…
ବେଲଗୁଣ୍ଠା, ମୁଜାଗଡ଼, ଲାଲସିଂ ଯାତ୍ରାରେ ଜମୁଛି ଭିଡ଼
ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ଏବଂ ଲାଲସିଂରେ ଏବେ ଠାକୁରାଣୀ ଯାତ୍ରା ଚାଲିଛି। ଏହା ଆସନ୍ତା ୩୦ ତାରିଖରେ ଉଦ୍ଯାପିତ ହେବ। ସେହିଭଳି ବେଲଗୁଣ୍ଠା ମା’ ବ୍ରାହ୍ମଣଦେବୀ ଯାତ୍ରା ମଧ୍ୟ ବର୍ତ୍ତମାନ ଚାଲିଛି। ତାହା ଆସନ୍ତା ୧ ତାରିଖରେ…
ସ୍ବାମୀ ଚାଲିଯିବା ପରେ ବାପଘରୁ ଆଣିଥିବା ସମ୍ପତ୍ତିକୁ ଫେରାଇ ନେଲେ ବୋହୂ, ହୋଇଥିଲେ…
ଛତ୍ରପୁର,୨୩।୫(ଦିଲ୍ଲୀପ ସାମଲ): ବିବାହର ଦେଢ଼ ବର୍ଷ ପରେ ଚାଲିଗଲେ ସ୍ବାମୀ । ନିଜ ବାପଘରୁ ଆଣିଥିବା ସମ୍ପତ୍ତିକୁ ନେଇ ବାପଘରକୁ ଚାଲିଗଲେ ବୋହୂ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ରମ୍ଭା ଥାନା ଅଧୀନ ମିଞ୍ଚିଣି ପାଟଣା ମେନ ରୋଡ଼ ଠାରେ।…
ତାମିଲନାଡୁରେ ଚାଲିଗଲା ଅରକ୍ଷିତଙ୍କ ଜୀବନ,ପରିବାର ଉପରେ ଭାଙ୍ଗିଲା ଦୁଃଖର ପାହାଡ଼
ଦିଗପହଣ୍ଡି,୨୧ା୫(ଅଶେଷ ନାଥ ମିଶ୍ର)-ତାମିଲନାଡୁ ରାଜ୍ୟର ଶିବଗଙ୍ଗା ଜିଲା ମାଲକୋଟାଇ ଗ୍ରାମରେ ଥିବା ଏକ ଘରୋଇ ମେଟାଲ କମ୍ପାନୀରେ କାମ କରୁଥିବା ବେଳେ ବଡ଼ ପଥର ଖସିଯିବାରୁ ଚାପି ହୋଇ ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିିଛି। ସେ ହେଲେ ଦିଗପହଣ୍ଡି ବ୍ଲକ…
ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆଓ୍ବାର୍ଡ ପାଇଲେ ହୃଷିକେଶ ପଣ୍ଡା
ଦିଗପହଣ୍ଡି,୨୧୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଡବନ୍ଧ ସାହିରେ ରହୁଥିବା ଜଣାଶୁଣା ରୋଷେୟା ହୃଷିକେଶ ପଣ୍ଡା (ପିଲୁ)ଙ୍କୁ ସ୍ବାଦିଷ୍ଟ ଖାଦ୍ୟ ପ୍ରସ୍ତୁତ ଓ ପରିଚାଳନା ପାଇଁ ଲାଇଫ ଟାଇମ ଆଚିଭମେଣ୍ଟ ଆଓ୍ବାର୍ଡ ମିଳିଛି। ଭାରତ ସରକାରଙ୍କ ଦ୍ବାରା ପଞ୍ଜିକୃତ…
Archives


