ବୁଢ଼ୀ ଠାକୁରାଣୀଙ୍କ ଯାତ୍ରାକୁ ନେଇ ଉତ୍ସବମୁଖର ବାସୁଦେବପୁର, ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି,୧୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମରେ ଚାଲିଥିବା ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ବୁଧବାର ୬ଷ୍ଠ ଦିନରେ ପହଞ୍ଚିିଛି। ୭ ବର୍ଷ ବ୍ୟବଧାନରେ ଯାତ୍ରା ହେଉଥିବାରୁ ସମଗ୍ର ଗାଁ ଉତ୍ସବ ମୁଖର ହୋଇପଡିଛି। ମା’...
ପୁରୁଷୋତ୍ତମପୁରରେ ରାସ୍ତା ନିର୍ମାଣକୁ ନେଇ ଦୁଇ ବିଭାଗ ମଧ୍ୟରେ ରହୁନି ତାଳମେଳ,ଲୋକେ ହନ୍ତସନ୍ତ
ପୁରୁଷୋତ୍ତମପୁର,୧୪।୫ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିରେ ପୂର୍ତ୍ତବିଭାଗ (ପିଡବ୍ଲୁଡି) ଓ ଜନସ୍ବାସ୍ଥ୍ୟ ବିଭାଗ(ପିଏଚ୍ଡି) ମଧ୍ୟରେ ସାମଞ୍ଜସ୍ୟ ଅଭାବରୁ ଏକପ୍ରକାରର ବିବାଦୀୟ ପରିସ୍ଥିତି ଉପୁଜିଛି। ଫଳରେ ଜନସାଧାରଣ ହନ୍ତସନ୍ତ ହେଉଛନ୍ତି। ଦୀର୍ଘଦିନ ଧରି ସହର ମଧ୍ୟଦେଇ କବିସୂର୍ଯ୍ୟନଗର-ହୁମ୍ମାକୁ ସଂଯୋଗ...
ବିକାଶ ପାଇଁ ଆଦିବାସୀଙ୍କ ମେଳି
ଭଞ୍ଜନଗର,୧୪।୫(ବାବୁଲା ପ୍ରଧାନ)-ଭଞ୍ଜନଗର ନିକଟସ୍ଥ ସୋରିଷମୁଳୀ ଜଳସମ୍ପଦ ବିଭାଗ ଡାକ ବଙ୍ଗଳାରେ ମାଳ ବିକାଶ ମଞ୍ଚ ଓ ଜିରୋ ପ୍ରୋ ଗ୍ରୁପ ପକ୍ଷରୁ ମିଳିତ ଭାବେ ବୁଧବାର ଆଦିବାସୀମାନଙ୍କ ବିକାଶ ପାଇଁ ଏକ ସଭା ଅନଷ୍ଠିତ ହୋଇଥିଲା। ଏଥିରେ ମାଳ ବିକାଶ...
ବୋଉ ଫୋନ୍ କରି କହିଲା…‘ହସ୍ପିଟାଲରେ ଆଖି ବୁଜି ଦେଲେ ତୋ ସ୍ତ୍ରୀ ଆଉ ପୁଅ’
ଦିଗପହଣ୍ଡି,୧୩। ୫(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ଏକ ନର୍ସିଂହୋମରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ପ୍ରସୂତି ଏବଂ ତାଙ୍କ ନବଜାତ ଶିଶୁପୁତ୍ର ମୃତ୍ୟୁବରଣ ଘଟଣାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଚାପା ଉତ୍ତେଜନା...
ଭଞ୍ଜନଗରରେ ଲୋକ ଅଦାଲତ: ଫଇସଲା ହେଲା ୨୧୪୫ ମାମଲା
ଭଞ୍ଜନଗର,୧୦।୫ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଏଡିଜେ କୋର୍ଟରେ ଚଳିତ ବର୍ଷର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଭଞ୍ଜନଗର...
ଗଞ୍ଜାମ କଳାକାରଙ୍କ ବନ୍ଧୁ ମିଳନ
ଗଞ୍ଜାମ,୫।୫(ବିଦ୍ୟାଧର ସାହୁ): ଚଳିତ ବର୍ଷ ମା’ଦଣ୍ଡକାଳୀଙ୍କ୨୧ ଦିନିଆ ଦଣ୍ଡ ଯାତ୍ରାରେ ଅଭିନୟ କରିଥିବା ଗଞ୍ଜାମ କଳାକାରଙ୍କ ପକ୍ଷରୁ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଛତ୍ରପୁର ସ୍ଥିତ ତାମ୍ପରା ହ୍ରଦ ଠାରେ ଅନୁଷ୍ଠିତ ହୋଇଯାଇଛି। ନାଟ୍ୟ କଳାକାର ବଳରାମ ମାଳିଙ୍କ ଜନ୍ମ...
ଅଧା ପନ୍ତରିଆ ହୋଇ ପଡ଼ିରହିଛି ପଞ୍ଚାୟତ ଉନ୍ନୟନ କାର୍ଯ୍ୟ, କନିଷ୍ଠ ଯନ୍ତ୍ରୀଙ୍କ ବଦଳି ଦାବି
ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଆଙ୍କୋରଡା ପଞ୍ଚାୟତରେ ଦୀର୍ଘଦିନ ହେଲା ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଅଧା ପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ଇଂ. ତୁଷାରକାନ୍ତ ଦାସଙ୍କ ଅବହେଳାରୁ ବିଭିନ୍ନ ପ୍ରକଳ୍ପ ନିମନ୍ତେ...
ଦିଗପହଣ୍ଡିରେ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା: ନାଚ ଗୀତରେ ଦୁଲୁକୁଛି ଓଡ଼ାସିଙ୍ଗି ଗାଁ
ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଓଡ଼ାସିଙ୍ଗି ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା ’ ରମାଦେବୀ ବୁଢ଼ୀଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ ହୋଇଛି। ଏହାକୁ ନେଇ ନାଚ ଗୀତରେ ଗାଁ ଦୁଲୁକୁଛି। ଯାତ୍ରା ପରିଚାଳନା କମିଟି ସଭାପତି...
ଭଞ୍ଜନଗରରେ ଖୋଲିଲା ରାଜ୍ୟର ପ୍ରଥମ ସରକାରୀ ଓ୍ବାଟର୍ ପାର୍କ, ପର୍ଯ୍ୟଟକଙ୍କ ପାଇଁ ସାଜିବ ଆକର୍ଷଣର କେନ୍ଦ୍ରବିନ୍ଦୁ
ଭଞ୍ଜନଗର,୪।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ପ୍ରଥମ ସରକାରୀ ସମ୍ପ୍ରସାରିତ ୱାଟର ପାର୍କ ରବିବାର ଉଦଘାଟିତ ହୋଇଯାଇଛି। ଏହା ଜଳସମ୍ପଦ ବିଭାଗ ଦ୍ବାରା ପରିଚାଳିତ ହେଉଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର...
ଗଞ୍ଜାମ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷା ହେଲେ ପ୍ରଫେସର ସ୍ମରଣୀକା ହୋତା
ଗଞ୍ଜାମ, ୪।୫(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟ ନୂତନ ଅଧ୍ୟକ୍ଷା ଭାବେ ପ୍ରଫେସର ଡ. ସ୍ମରଣିକା ହୋତା ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଅଧ୍ୟକ୍ଷ ଥିବା ପ୍ରଫେସର ସିମାଞ୍ଚଳ ଭୋଳ ଅବସର ଗ୍ରହଣ କରିଛନ୍ତି । ଗଞ୍ଜାମ ମହାବିଦ୍ୟାଳୟକୁ ୫୫ ବର୍ଷ...
୫ ଦିନ ତଳେ ଭଉଣୀ ବାହାଘର ସାରି ଯାଇଥିଲେ, ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା
ଗଞ୍ଜାମ,୪।୫(ବିଦ୍ୟାଧର ସାହୁ): କର୍ନାଟକରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା l କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ଏକ ଘରୋଇ କମ୍ପାନୀରେ କାର୍ଯ୍ୟରତ ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକର କୁଶପଲ୍ଲୀ ଗାଁର ଯୁବକଙ୍କୁ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ମୃତ...
ହେଉଥିଲା ମୋରମ ଚୋରା ଚାଲାଣ, ୨ଟି ହାଇଓ୍ବାକୁ ଜବତ କରି ୩ଜଣଙ୍କୁ ବାନ୍ଧିଲା ପୋଲିସ
ପୁରୁଷୋତ୍ତମପୁର,୩।୫ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭାଟକୁମରଡା ନିକଟସ୍ଥ ଶାର୍ଗୁଣାପଲ୍ଲୀ ପାହାଡରୁ ଚୋରାରେ ମୋରମ ଚାଲାଣ ହେଉଥିଲା। ଏହି ସମୟରେ ଚଢ଼ାଉ କରି ୨ଟି ହାଇୱା ଟ୍ରକ( ନଂ ଓଡି ୦୪ ଭି ୧୭୩୫ ଏବଂ...
Archives


