ଭଙ୍ଗା ସ୍କୁଲ ଘରେ ରଖି ରଖୁଥିଲେ ଶାରୀରିକ ସମ୍ପର୍କ, ପୋଲିସ ଆଗରେ ଅପହରଣ କାହାଣୀ କହିଲେ ନାବାଳିକା, ଏବେ ଅଭିଯୁକ୍ତ…
ଦିଗପହଣ୍ଡି,୨୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ ମାମୁ ଗତ ୧୫ ତାରିଖରେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଭାରପ୍ରାପ୍ତ ଥାନା…
ମାଡ଼ ହେଲା ଉଚ୍ଚ ଜୁଆର, ଓଲଟି ପଡ଼ିଲା ଡ଼ଙ୍ଗା; ବି.ଜେଙ୍ଗମେୟା ନିଖୋଜ
ଗୋପାଳପୁର,୨୦ା୫(ନବୀନ ରାଜ ଆଚାରୀ): ଗୋପାଳପୁର ମତ୍ସ୍ୟ ଅବତରଣ କେନ୍ଦ୍ର ନିକଟରେ ମଙ୍ଗଳବାର ଭୋରରେ ସମୁଦ୍ରରେ ଏକ ଡଙ୍ଗା ଓଲଟି ପଡିବାରୁ ଜଣେ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିବା ବେଳେ ୪ ଜଣ ଅଳ୍ପକେ ବର୍ତ୍ତିଯାଇଛନ୍ତି। ନିଖୋଜ ବ୍ୟକ୍ତି ଜଣକ ହେଲେ ଗୋପାଳପୁର ଏନଏଏସି…
ନିର୍ଯାତନା ଦେଇ ଆସୁଥିଲେ, ଶେଷରେ ବୋହୂଙ୍କୁ ବିଷ ଦେଇ ମାରିଦେଲେ; ସ୍ବାମୀଙ୍କୁ ଅଟକ ରଖି…
ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ଜଣେ ବିବାହିତାଙ୍କୁ ଶ୍ୱଶୁର ଘର ଲୋକେ ବିଷ ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ବିବାହିତାଜଣଙ୍କ ହେଲେ ରିତୁ ବେହେରା। ଏନେଇ ରିତୁ ଙ୍କ ବାପା ଯୋଗେନ୍ଦ୍ର ପାଟପୁର…
ଶାନ୍ତି ମିଶ୍ର ହତ୍ୟା ମାମଲା: ଅଭିଯୁକ୍ତ ମଉଜ ମିଶ୍ର ଆଜୀବନ କାରାଦଣ୍ଡରେ ଦଣ୍ଡିତ
ବ୍ରହ୍ମପୁର, ୨୦।୫(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରା ଜଜ ଡ. ଭାଗ୍ୟଲଷ୍ମୀ ରଥ ମଙ୍ଗଳବାର ବହୁ ଚର୍ଚ୍ଚିତ ଗୋଶାଣିନୁଆଗାଁ ଶାନ୍ତି ମିଶ୍ର ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ଉକ୍ତ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ସତୀଶ କୁମାର ମିଶ୍ର…
ଆମେରିକା ଯିବ ବ୍ରହ୍ମପୁରର ମସଲା ଏବଂ ଇଥାନଲ ନମୁନା
ବ୍ରହ୍ମପୁର,୨୦ା୫(ଅଶୋକ କୁମାର ସାହୁ): ଆସନ୍ତା ୨୯ ତାରିଖରେ ଆମେରିକାର ଡଲାସ ସହରରେ ଅନ୍ତର୍ଜାତୀୟ ଜୁନିକର୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ସେଠାରେ ଗଞ୍ଜାମ ଜିଲା ବ୍ରହ୍ମପୁର ମେଡିକାଲ କ୍ୟାମ୍ପସ ସରକାରୀ ଉଚ୍ଚ ବିଦ୍ୟାଳୟର ୩ ଛାତ୍ର ଯୋଗଦେଇ ନିଜ ଔଦ୍ୟୋଗିକ ପ୍ରତିଭା ପ୍ରଦର୍ଶନ…
ମାର୍କଣ୍ଡି ବେଳାଭୂମିରେ ମାରି ଫିଙ୍ଗି ଦେଲେ! ବେକରେ କଟା ଚିହ୍ନ, ଗୋଳନ୍ଥରା ପୋଲିସର ଛାନଭିନ ଆରମ୍ଭ
ଗୋପାଳପୁର, ୧୬।୫(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ମାର୍କଣ୍ଡି ସମୁଦ୍ର ବେଳାଭୂମିରୁ ଜଣେ ଯୁବକଙ୍କ ମୃତଦେହକୁ ଗୋଳନ୍ଥରା ପୋଲିସ ଶୁକ୍ରବାର ସାରେ ଠାବ କରିଛି । ମୃତ ଯୁବକ ଜଣଙ୍କ ଆନ୍ଧ୍ର ପ୍ରଦେଶ କାବିଟି ଥାନା ଅଧୀନ କପାସ କୁଦି ଗ୍ରାମର…
ମାମୁଁଘରକୁ ବୁଲି ଆସିଥିଲେ, ନାବାଳିକାଙ୍କୁ ଅପହରଣ କରିନେଲେ; ଅଭିଯୁକ୍ତଙ୍କୁ ଖୋଜୁଛି ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୧୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ନାବାଳିକାଙ୍କ ମାମୁ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଭାରପ୍ରାପ୍ତ ଥାନା ଆଇଆଇସି ତଥା ଡିଏସ୍ପି…
ଦିଗପହଣ୍ଡିରେ କାଳବୈଶାଖୀର ଭୀମ ତାଣ୍ଡବ: ଉପୁଡ଼ି ପଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଲା ଟିଣ ଛପର
ଦିଗପହଣ୍ଡି,୧୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବିରାଟ ଗଛ, ବିଦ୍ୟୁତ ଖୁଣ୍ଟ ଉପୁଡ଼ି ପଡ଼ିବା ସହ କିଛି ଲୋକଙ୍କ ଘରର…
ପୁରୁଷୋତ୍ତମପୁରରେ ଉଡ଼ିଲା ତ୍ରିରଙ୍ଗା, ଅପରେଶନ ସିନ୍ଦୂରରେ ଯବାନଙ୍କ ବିରତ୍ୱକୁ ନେଇ ପରାକ୍ରମ ଶୋଭାଯାତ୍ରା
ପୁରୁଷୋତ୍ତମପୁର,୧୫।୫ (ସିମାଞ୍ଚଳ ମିଶ୍ର): ଜମ୍ମୁ କଶ୍ମୀରର ପହଲଗାମ୍ରେ ପାକିସ୍ଥାନୀ ଆତଙ୍କବାଦୀଙ୍କ ଆକ୍ରମଣର ଉଚିତ ଜବାବ ଦେଇ ‘ଅପରେଶନ ସିନ୍ଦୂର’ ଜରିଆରେ ପରାକ୍ରମ ଦେଖାଇଥିଲେ ଭାରତୀୟ ବୀର ଯବାନ। ସେମାନଙ୍କ ସାହସିକତାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ବିଡିଓ ଶରତ…
ବୁଢ଼ୀ ଠାକୁରାଣୀଙ୍କ ଯାତ୍ରାକୁ ନେଇ ଉତ୍ସବମୁଖର ବାସୁଦେବପୁର, ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି,୧୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମରେ ଚାଲିଥିବା ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ବୁଧବାର ୬ଷ୍ଠ ଦିନରେ ପହଞ୍ଚିିଛି। ୭ ବର୍ଷ ବ୍ୟବଧାନରେ ଯାତ୍ରା ହେଉଥିବାରୁ ସମଗ୍ର ଗାଁ ଉତ୍ସବ ମୁଖର ହୋଇପଡିଛି। ମା’ ଙ୍କ…
ପୁରୁଷୋତ୍ତମପୁରରେ ରାସ୍ତା ନିର୍ମାଣକୁ ନେଇ ଦୁଇ ବିଭାଗ ମଧ୍ୟରେ ରହୁନି ତାଳମେଳ,ଲୋକେ ହନ୍ତସନ୍ତ
ପୁରୁଷୋତ୍ତମପୁର,୧୪।୫ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିରେ ପୂର୍ତ୍ତବିଭାଗ (ପିଡବ୍ଲୁଡି) ଓ ଜନସ୍ବାସ୍ଥ୍ୟ ବିଭାଗ(ପିଏଚ୍ଡି) ମଧ୍ୟରେ ସାମଞ୍ଜସ୍ୟ ଅଭାବରୁ ଏକପ୍ରକାରର ବିବାଦୀୟ ପରିସ୍ଥିତି ଉପୁଜିଛି। ଫଳରେ ଜନସାଧାରଣ ହନ୍ତସନ୍ତ ହେଉଛନ୍ତି। ଦୀର୍ଘଦିନ ଧରି ସହର ମଧ୍ୟଦେଇ କବିସୂର୍ଯ୍ୟନଗର-ହୁମ୍ମାକୁ ସଂଯୋଗ କରୁଥିବା…
ବିକାଶ ପାଇଁ ଆଦିବାସୀଙ୍କ ମେଳି
ଭଞ୍ଜନଗର,୧୪।୫(ବାବୁଲା ପ୍ରଧାନ)-ଭଞ୍ଜନଗର ନିକଟସ୍ଥ ସୋରିଷମୁଳୀ ଜଳସମ୍ପଦ ବିଭାଗ ଡାକ ବଙ୍ଗଳାରେ ମାଳ ବିକାଶ ମଞ୍ଚ ଓ ଜିରୋ ପ୍ରୋ ଗ୍ରୁପ ପକ୍ଷରୁ ମିଳିତ ଭାବେ ବୁଧବାର ଆଦିବାସୀମାନଙ୍କ ବିକାଶ ପାଇଁ ଏକ ସଭା ଅନଷ୍ଠିତ ହୋଇଥିଲା। ଏଥିରେ ମାଳ ବିକାଶ ମଞ୍ଚ…
Archives


